-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ଶତବାର୍ଷୀକି ପାଳନ କରିଥିବା ସ୍କୁଲ ପରିଷର ଏବେ ଅଳିଆ ଗଦା ,ଜନ ଅସନ୍ତୋଷ

24-Mar-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପ୍ରାଥମିକ ବାଳକ ବିଦ୍ୟାଳୟ ଓ ବାଳିକା ବିଦ୍ୟାଳୟ ବହୁ ପୁରୁଣା । ଦିନେ ଅଞ୍ଚଳର ଜଣାଶୁଣା ସ୍କୁଲ ଭାବରେ ପରିଚିତ ଥିବା ଏହି ସ୍କୁଲ ପରିଷର ଏବେ ଅଳିଆ ଗଦା। କରୋନା ମହାମାରି ଯୋଗୁଁ ସରକାର ସ୍କୁଲ କଲେଜ ସବୁ ବନ୍ଦ କରିଥିଲେ । ହେଲେ ପ୍ରାଇଭେଟ ସ୍କୁଲ ମାନଙ୍କ ପ୍ରତି ଅଭିଭାବକ ମାନେ ଆକର୍ଷିତ ହୋଇ ଚାଳିଥିବାରୁ ଏହି ସ୍କୁଲ ଏବେ ପରିତ୍ୟକ୍ତ। ବହୁ ବର୍ଷରୁ ଏହି ସ୍କୁଲ ଶତବାର୍ଷିକୀ ପାଳନ କରି ସାରିଛି । କିନ୍ତୁ ବିଡମ୍ବନାର ବିଷୟ ଗୋଟିଏ ପଟେ ଯୋଉ ସିନ୍ଧେକେଲା ପଲ୍ଲିଶ୍ରୀ ହାଇସ୍କୁଲ କୁ ରାଜ୍ଯ ସରକାର ୫ ଟି ସ୍କୁଲ ଯୋଜନାରେ କାମ କରି ସ୍କୁଲକୁ ଏକ ପ୍ରାଇଭେଟ ସ୍କୁଲରୁ ବି ଭଲ ଚକଚକ କରି ଏ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ

ଗଠନ କରିବା ଏବଂ ତାଙ୍କୁ ଏକ ଭଲ ପରିବେଶ ଦେବାରେ ସରକାର ଫୋକସ କଲେ । କିନ୍ତୁ ଶହେ ବର୍ଷ ପାର କରି ସାରିଥିବା ପ୍ରାଥମିକ ବିଦ୍ୟାଳୟ କୁ ସମ୍ପୂର୍ଣ୍ଣ ଭାବରେ ସରକାର ତ ଭୁଲିଗଲେ ହେଲେ ଶିକ୍ଷାବିଭାଗ ବି ଏହି ସ୍କୁଲକୁ ଭୁଲିଗଲେ । ଯାହା ଫଳରେ ସ୍କୁଲ ଏବେ ପରିତ୍ୟକ୍ତ। ଆଖପାଖର ଲୋକେ ସ୍କୁଲ ପରିଷର କୁ ଅଳିଆଗଦା ରେ ପରିଣତ କଲେଣି । ଏହାକୁ ନେଇ ଜନ ଅସନ୍ତୋଷ ଦେଖା ଦେଇଛି । ଶିକ୍ଷାବିଭାଗ ଏ ଉପରେ ତୁରନ୍ତ ଦୃଷ୍ଟି ଦେବାସହ ପରିତ୍ୟକ୍ତ କୋଠରୀ ମାନଙ୍କୁ ଭାଙ୍ଗି ସ୍କୁଲ ପରିସରକୁ ସଫାସୁତୁରା ରଖିବା ପାଇଁ ଦାବୀ କରିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like