-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାରେ ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର

24-Mar-2022



ବୌଦ୍ଧ (ପ୍ରେରଣା ଖବର): ଆସନ୍ତା ତା.୨୮.୦୩.୨୦୨୨ ରିଖ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ, ତା. ୨୯.୦୩.୨୦୨୨ ରିଖ ଦିନ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ, ତା.୩୦.୦୩.୨୦୨୨ ରିଖ କଣ୍ଟାମାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିୟୁକ୍ତି ଯୋଜନା ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିକାର ୨୦୨୧-୨୨ ଆର୍ଥିକ ବର୍ଷର ତା.୦୧.୦୪.୨୦୨୨ ଠାରୁ ତା.୩୧.୦୩.୨୦୨୧ ରିଖ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇଥିବା ସମସ୍ତ ପ୍ରକଳ୍ପ ଓ ଖାଦ୍ୟ ସୁରକ୍ଷା ସହାୟତାର ପଞ୍ଚାୟତ ସମିତି ସ୍ତରୀୟ ଜନଶୁଣାଣୀ ଅନୁଷ୍ଠିତ ହେବ । ଏଥି  ନିମନ୍ତେ କୌଣସି ଆପତ୍ତି ଅଭିଯୋଗ ଥିଲେ ସେହି ସମୟରେ ଅଭିଯୋଗ କଲେ ସେଗୁଡିକ ଉପରେ ବିଚାର ବିମର୍ଶ କରାଯିବ । ଏହି ବ୍ଲକ ସ୍ତରୀୟ ଜନଶୁଣାଣୀ 3 ଦିନ ଧରି ବୌଦ୍ଧ ଜିଲ୍ଲାରେ ଅନୁଷ୍ଠିତ ହେବ ବୋଲି ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧିକାରୀ , ଅଶ୍ୱିନୀ କୁମାର ମେହେରଙ୍କ ଠାରୁ  ସୂଚନା ପ୍ରାପ୍ତ ହୋଇଥିବା ବେଳେ ଏହି ଜନଶୁଣାଣୀରେ ବହୁ ସଂଖ୍ୟାରେ ଯୋଗଦାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ସମସ୍ତଙ୍କୁ ଆହ୍ୱାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like