-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ସନ୍ଥ କବି ଭୀମ ଭୋଇ ଙ୍କ ୧୨୭ ତମ ମହା ନିର୍ବାଣ ଦିବସ ପାଳିତ

24-Mar-2022



ପାଟଣାଗଡ/ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆନୁକୂଲ୍ୟରେ ପାଟଣାଗଡ ଆାଦିବାସୀ ଭବନ ଠାରେ ବିଶ୍ୱ ପ୍ରସିଦ୍ଧ ସନ୍ଥ କବି,ଅନ୍ଧ କବି,ଆଦିବାସୀ କବି ଯୁଗଜନ୍ମା ପୁରୁଷ ଭୀମ ଭୋଇ ଙ୍କ ୧୨୭  ତମ ମହା ନିର୍ବାଣ ଦିବସ ପାଳିତ ହୋଇଯାଇଛି l ଆଦିବାସୀ ନେତାଗଣ ବିଶ୍ୱ ବରେଣ୍ୟ ସନ୍ଥ କବି ଭୀମ ଭୋଇ ଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୃତି ଚାରଣ କରିଥିଲେ l ଉକ୍ତ ପରମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ  ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି ପ୍ରକାଶ କରିଥିଲେ ଯେ 
ବିଶ୍ବ ବିଖ୍ୟାତ କବି , ଭାଷା ଜନନୀ ଙ୍କ ସର୍ବାନ୍ତକରଣରେ ଶ୍ରେଷ୍ଠ ସନ୍ତାନ , ଯାହାଙ୍କ କାଳଜୟୀ ସାରସ୍ଵତ ସୃଷ୍ଟି ,ମହାମାନବୀୟ ଚେତନା ଓ ଦର୍ଶନ ର ଓଁକାର ପ୍ରଦାତା ସନ୍ଥକବି ଭୀମଭୋଇ ଜଗତ ର କଲ୍ୟାଣ ପାଇଁ ସାଧନା କରିଥିଲେ ଏବଂ ଜନ ମାନସରେ ଚୀର ଅମର ହୋଇ ରହିଛନ୍ତି l   । ୧୮୫୦ ମସିହା ବୁଦ୍ଧ ପୂର୍ଣ୍ଣିମା ତିଥିରେ ସମ୍ବଲପୁର ର ରେଢ଼ାଖୋଲ ଅଞ୍ଚଳ ର କନ୍ଧରା ଗ୍ରାମରେ  କନ୍ଧ ଆଦିବାସୀ ପରିବାର ରେ ଜନ୍ମଗ୍ରହଣ କରିଥିଲେ ଚାଟଶାଳୀ ଶିକ୍ଷା ବିବର୍ଜିତ ମହାପଣ୍ଡିତ ସନ୍ଥକବି ।‌ ଋଢିମନ୍ତ ଘୃଣ୍ୟ ଜାତିପ୍ରଥା,ଚରମ ଦରିଦ୍ରତାର ଅକଥନୀୟ ନିର୍ଯାତନା ଭିତରେ ତାଙ୍କର ସମ୍ମୁଜ୍ଜ୍ବଳ ପ୍ରତିଭା ତାଙ୍କ ଅବର୍ତ୍ତମାନ ରେ ଆଜି ପାଇଛି ବିଶ୍ବ ସ୍ଵୀକୃତି । ୧୮୯୫ ମସିହା ମାର୍ଚ୍ଚ ୨୩ ତାରିଖ ରେ ତାଙ୍କର ଦେହାବସାନ ହୋଇଥିଲା,ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁ ଦେଖୁ କେବା ଶହୁ ମୋ ଜୀବନ ପଛେ ନର୍କେ ପଡିଥାଉ ଜଗତ ଉଦ୍ଧାର ହେଉ ଏହି ମହାନ ବୈଶ୍ୱିକ ଚିନ୍ତାଧାରା ପଂକ୍ତି ଟି ମିଳିତ ଜାତିସଙ୍ଘ ରେ ସ୍ଥାନ ପାଇଛି l
ସଭା ରେ ଆଦିବାସୀ ନେତା ଅସ୍ତରତ୍ନ ବରିହା,ସାରଥୀ ବାଗ,ଘନ ଭୋଇ,ବନମାଳୀ ପୁଟା,ଲଳିତ ମଲ୍ଲିକ, ଦୁର୍ଯ୍ୟୋଧନ ବର୍ଗେ ଗିରିଧାରୀ ଭୋଇ, ରମେଶ ପ୍ରଧାନ,ଚନ୍ଦ୍ରମଣି ଶବର,ପ୍ରମୁଖ ଉପସ୍ଥିତ ଥିଲେ l ପାଟଣାଗଡ ବ୍ଲକ ଛକ କୁ ସନ୍ଥ କବି ଭୀମଭୋଇ ଛକ କରିବାକୁ ଏକ ସ୍ମାରକପତ୍ର ଦେବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like