-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା ଏନଏସିର ୧୩ ଟି ୱାର୍ଡ ରେ ନିର୍ବାଚନ ସମାପନ : ଶାନ୍ତି ପୂର୍ଣ୍ଣ ମତଦାନ ହାର ୬୯.୦୭ %

24-Mar-2022



ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର ୧୩ ଗୋଟି ୱାର୍ଡର ୧୭ ଟି ମତଦାନ କେନ୍ଦ୍ରରେ ଜଣେଅଧ୍ୟକ୍ଷ ଏବଂ ୧୩ ଟି କାଉନସିଲର  ପଦବୀ ପାଇଁ ଗୁରୁବାର ସକାଳ ୮ଟାରୁ ୫ଘଟିକା ମଧ୍ୟରେ ମତଦାନ ପ୍ରକ୍ରିୟା ଶୃଙ୍ଖଳାର ସହ ଶେଷ ହୋଇଛି।ସୂଚନା ଅନୁଯାୟୀ, ବାଲିଗୁଡା ଏନଏସିର ଗୋଟିଏ ଅଧ୍ୟକ୍ଷ ପଦବୀ

ପାଇଁ ତିନି ଜଣ ପ୍ରାର୍ଥି ଏବଂ ୧୩ ଟି କାଉନସିଲର  ପଦବୀ ପାଇଁ ପ୍ରାର୍ଥି ପ୍ରତିଦ୍ୱନ୍ଦିତା କରିଛନ୍ତି। ସମସ୍ତ ୧୭ ଗୋଟି କେନ୍ଦ୍ରରେ ଧାଡିରେ ଶୃଙ୍ଖଳାର ସହିତ ମତଦାନ ହୋଇଥିବା ଦେଖିବାକୁ ମିଳିଛି। ଭୋଟରମାନେ ଏଥର ଉତ୍ସାହର ସହ ପ୍ରଥମ ଥର ପାଇଁ ଏକା ଥରକେ ଦୁଇଟି ଇଭିଏମ୍ ମେସିନ ରେ  ମତଦାନ କେନ୍ଦ୍ରରେ ଉପସ୍ଥିତ ରହି ମତଦାନ କରିଛନ୍ତି। ସ୍ଥାନୀୟ  ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପିଙ୍କ୍‍ ବୁଥ ସଞ୍ଚାଳିତ ହୋଇଥିଲା। ସୂଚନା ଅନୁଯାୟୀ, ଅପରାହ୍ନ ୫ଘଟିକା ସୁଦ୍ଧା ସମସ୍ତ ୧୭ ଗୋଟି କେନ୍ଦ୍ରରେ ମୋଟ ୫୦୭୬ଜଣ ପୁରୁଷ ଏବଂ ୫୦୭୯ଜଣ ମହିଳାଙ୍କୁ ମିଶାଇ ସର୍ବମୋଟ ୧୦ହଜାର ୧୫୬ ଜଣ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ବାଲିଗୁଡା ଏନଏସିରେ ମତଦାନ ହାର ୬୯.୦୭% ରହିଛି। ସମସ୍ତ ଉତ୍ତେଜନା ଓ ଅତି ଉତ୍ତେଜନାପୂର୍ଣ୍ଣ କେନ୍ଦ୍ରରେ ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା ବେଳେ  ସେକ୍ଟର ଅଫିସର ପ୍ରତି ୨ଘଣ୍ଟା ଅନ୍ତରରେ ମତଦାନର ସ୍ଥିତି ଅନୁଧ୍ୟାନ କରିଥିଲେ। ନିର୍ବାଚନ ଅଧିକାରୀ ତଥା ବାଲିଗୁଡା ତହସିଲଦାର ଶଶାଙ୍କ

ଶେଖର ପାତ୍ର ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ନିର୍ବାଚନ କାର୍ଯ୍ୟ ସଞ୍ଚାଳିତ ହୋଇଥିଲା। ୫ଟା ପରେ କଡା ସୁରକ୍ଷା ମଧ୍ୟରେ ପୁଲିଂ ପାର୍ଟି ସ୍ଥାନୀୟ  ଷ୍ଟ୍ରଙ୍ଗରୁମ୍‍ ନିକଟରେ ପହଞ୍ଚି ଇଭିଏମ୍‍ ମେସିନ ସହ ସମସ୍ତ ସରଞ୍ଜାମ ପୈଠ କରିଛନ୍ତି।ଗୋଟିଏ ଅଧ୍ୟକ୍ଷ ପଦ ଓ ୧୩ ଟି କାଉନସିଲର ପ୍ରାର୍ଥିଙ୍କ ଭାଗ୍ୟ ମୁଦ ରହିଥିବା ଜଣାପଡିଛି। ଆସନ୍ତା ୨୬ତାରିଖ ଦିନ ଭୋଟ ଗଣତି ହେବ ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like