-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ବିଚାର ଧୀନ ବନ୍ଦୀଙ୍କ ମୃତ୍ୟୁ ନେଇ ପରିବାର ଲୋକଙ୍କ ଚିକିତ୍ସା ଅବହେଳା ଅଭିଯୋଗ

17-Nov-2020



ବଲାଙ୍ଗୀର,(ପ୍ରେରଣା ଖବର) - :ବଲାଙ୍ଗିର ଜିଲ୍ଲା କାରାଗାର ର ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ତ୍ରିପୁରା ମଲ୍ଲିକ (୫୦) ନାମକ ବିଚାରଧୀନ ବନ୍ଦୀ ଭାବେ ଜେଲରେ  ରହିଥିଲେ । ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତ୍ରିପୁରାଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର ଜିଲ୍ଲା ସଦରବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ଗାଁର ତ୍ରିପୁରା ଏକ ହତ୍ୟା ଘଟଣାରେ ଗିରଫ ହୋଇ ଗତ ୨୦୧୭ ମାର୍ଚ୍ଚ ମାସ ୧୮ ତାରିଖରୁ ବିଚାରଧୀନ ବନ୍ଦୀ ଭାବେ ବଲାଙ୍ଗିର ଜିଲ୍ଲା କାରାଗାରରେ ରହି ଆସୁଥିଲେ । ଗତ ୧୫ ତାରିଖ ଦିନ ସେ ଡାଇରିଆରେ ଆକ୍ରାନ୍ତ ହେବାରୁ ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଡାକ୍ତରଖାନା ର ଆଇସୋଲେସନ୍ ୱାର୍ଡରେ ଭର୍ତି କରାଯାଇଥିଲା । ତେବେ ମଙ୍ଗଳବାର ଭୋର ସକାଳେ ତାଙ୍କ ମୃତ୍ୟୁ ଘଟିଥିଲା। ତେବେ ତାଙ୍କ ପରିବାର କୁ  ଖବର ଦିଆଯିବା ପରେ ଖବର ପାଇ ପରିବାର ଲୋକେ ବଲାଙ୍ଗିର ପୋଷ୍ଟମର୍ଟମ୍ କେନ୍ଦ୍ରରେ ପହଞ୍ଚୀଥିଲେ । ଜେଲ୍ କର୍ତ୍ତୁପକ୍ଷଙ୍କ ଅବହେଳା ଯୋଗୁଁ ତ୍ରିପୁରାଙ୍କ ମୃତ୍ୟୁ ଘଟିଥିବା ନେଇ ତ୍ରିପୁରାଙ୍କ ଝିଅ ମଞ୍ଜୁଲତା ଅଭିଯୋଗ କରିଛନ୍ତି। ମ୍ରୁତ ବିଚାରାଧିନ ବନ୍ଦୀ ତ୍ରିପୁରାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ବଡ ଭାଇ ଲବ ମଲ୍ଲିକ ଦାବୀ କରିଛନ୍ତି । ମାଜିଷ୍ଟ୍ରେଟ୍ ସୁଚରିତା ମୁଗ୍ରୀଙ୍କ ଉପସ୍ଥିତିରେ ବଲାଙ୍ଗିର ଟାଉନ ପୋଲିସ ମୃତ ଦେହର ଇନକ୍ବେଷ୍ଟ ଆରମ୍ଭ କରିଛି । ଅପରପକ୍ଷେ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଜିଲ୍ଲା କାରାଗାର ଅଧିକ୍ଷକ । ତ୍ରିପୁରୀ ଡାଇରିଆରେ ଆକ୍ରାନ୍ତ ହେବାପରେ ତାଙ୍କୁ ଗତ ୧୫ ତାରିଖ ଦିନ କାରାଗାରରୁ ନିଆଯାଇ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାର ଆଇସୋଲେସନ୍ ୱାାର୍ଡରେ ଭର୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କ ମୃତ୍ୟୁ ଘଟିଥିବା ନେଇ ବଲାଙ୍ଗିର ଜିଲ୍ଲା କାରାଗାର ଅଧିକ୍ଷକ ଉର୍ମିଳା ମିଞ୍ଜ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like