-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ଅଳ ଓଡ଼ିଶା ଚେସ୍ ପ୍ରତିଯୋଗିତା ଆୟୋଜିତ

25-Mar-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ)
 ସହରର ଅଗ୍ରଣୀ ଜନସେବୀସଂଗଠନ ମାରୱାଡ଼ି ଯୁବା ମଞ୍ଚ ବିକାଶ ଶାଖା କଣ୍ଟାବାଞ୍ଜି ଏବଂ ଅଲ ଓଡିଶା ଚେସ ଆସୋସିଏସନ ଏବଂ ବଲାଙ୍ଗୀର ଜିଲ୍ଲା ଚେସ ଆସୋସିଏସନ ସହଯୋଗରେ ମାର୍ଚ୍ଚ ୨୫, ୨୬, ୨୭ ରେ ପ୍ରଥମ ଥର ପାଇଁ କଣ୍ଟାବାଞ୍ଜିରେ ଅଲ ଓଡ଼ିଶା ଚେସ ଟୁର୍ନାମେଣ୍ଟ ଆୟୋଜନ କରାଯାଉଛି । ସ୍ଥାନୀୟ ମାନସ ଭବନ ଠାରେ ଆଜି ଉଦଘାଟିତ ହୋଇ ଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଜନାଵ ହାଜି ମହମ୍ମଦ ଆୟୁବ ଖାଁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ଘଡେଇ, ମାରବାଡ଼ି ଯୁବା ମଞ୍ଚ ର ରାଷ୍ଟ୍ରୀୟ ଯୁଗ୍ମ ସମ୍ପାଦକ ବଜରଙ୍ଗ ଜିନ୍ଦଲ, ବଲାଙ୍ଗୀର ଜିଲ୍ଲା ଚେସ ସଂଘ ର ସମ୍ପାଦକ ପ୍ରିୟଦତ୍ତ ପଣ୍ଡା, ଅଗ୍ରୱାଲ ସଭା ଅଧ୍ୟକ୍ଷ ସୁରେଶ ଆର୍ଯ୍ୟ, ରାମ ମନ୍ଦିର ସମିତି ସଭାପତି ବିଜୟ ବଂସଲ, ବିକାଶ ଶାଖା ସଭାପତି ଅର୍ପଣ ଜୈନ, ଚିଫ ଆର୍ବିଟର   ବିଦୁଭୁଷନ ମିଶ୍ର, ବିକାଶ ଶାଖା ନବ ନିର୍ବାଚିତ ସଭାପତି ଅନୁପ ଜୈନ ମଂଚ ରେ ଉପସ୍ଥିତ ଥିଲେ , ସଭା ପରିଚାଳନା ରାଜେଶ ଅଗ୍ରୱାଲ କରିଥିଲେ, ଧନ୍ୟବାଦ ଜ୍ଞାପନ ଯୁବା ମଂଚ ର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଆଶିଷ ଖେତାନ ଦେଇଥିଲେ, ସମ୍ମିଳନୀ ୩୦ ଟି ଜିଲ୍ଲାରୁ ୧୨୬ ରୁ ଅଧିକ ଖେଳାଳି ଅଂଶ ଗ୍ରହଣ କରିବେ ଏବଂ କଣ୍ଟାବାଞ୍ଜିର ୩୦ ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ କରିଥିଲେ  ମାରୱାଡ଼ି ୟୁବା ମଞ୍ଚ ବିକାଶ ଶାଖା ର  ମୟଙ୍କ ଜୈନ, ସଂଯୋଜକ ମନୀଷ ଜୈନ, ଅରିହନ୍ତ ଜୈନ, ଅମନ ଅଗ୍ରୱାଲ, କମଳ ଅଗ୍ରୱାଲ, କେଶବ ଅଗ୍ରୱାଲ, ସହ ଦୀପକ ଜୈନ, ଅଜୟ ଅଗ୍ରୱାଲ, ହେମନ୍ତ ଅଗ୍ରୱାଲ, ପୀୟୂଷ ଜିନ୍ଦଲ, ପ୍ରମୁଖ ଉପସ୍ଥିତ ଥିଲେ ।     ହରିଭବନ ଏବଂ ଅଗ୍ରସେନ ଭବନ ରେ ପ୍ରତିଯୋଗୀମାନଙ୍କ ଖାଇବା ଏବଂ ରହିବା ପାଇଁ ବ୍ୟବସ୍ଥା କରାଯାଇଛି।  ଏହି ପ୍ରତିଯୋଗିତାରେ ମୋଟ  ୧ ଲକ୍ଷ ଟଙ୍କା ପୁରସ୍କାର ସମସ୍ତ ବର୍ଗରେ ରଖାଯାଇଛି । ଏହି ପ୍ରତିଯୋଗିତା  ଵଲାଙ୍ଗୀର ଜିଲ୍ଲା ଚେସ ଆସୋସିଏସନ ଦ୍ୱାରା ସ୍ୱୀକୃତିପ୍ରାପ୍ତ ରହିଛି, ଅତିଥି ମାନେ କଣ୍ଟାବାଞ୍ଜି ରେ ପ୍ରଥମ ଥର ପାଇଁ ହୋଇଥିବା ରାଜ୍ୟ ସ୍ତରୀୟ ଚେସ ଆୟୋଜନ ପାଇଁ ବିକାଶ ଶାଖା ଙ୍କୁ ଅଲ ଓଡ଼ିଶା ଚେସ ସଂଘ ଏବଂ ଜିଲ୍ଲା ଚେସ ସଂଘ ଅଭିନନ୍ଦନ ଜଣାଇଛନ୍ତି,  ଡେପୁଟି ଚିଫ ଆର୍ବିଟର ଭାବେ ସନ୍ତୋଷ କୁମାର ମହାପାତ୍ର ଏବଂ ସରୋଜକାନ୍ତ ବେହେରା ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like