-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଆଗାମୀ ମାର୍ଚ୍ଚ ୨୮, ୨୯ ଦେଶବ୍ୟାପି ଧର୍ମଘଟ ପାଇଁ ପ୍ରସ୍ତୁତି ବୈଠକ

25-Mar-2022



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ଯାଦବ ଭବନ ଠାରେ ବଲାଙ୍ଗିର ଜିଲ୍ଲା ଇଉନାଟେଡ୍ ଅଫ୍ ବଲାଙ୍ଗିର ର ଅଧ୍ୟକ୍ଷ ବିଭୁଦତ୍ତ ମିଶ୍ରଙ୍କ ନେତୃତ୍ୱରେ ଆଗାମୀ ମାର୍ଚ୍ଚ ୨୮, ୨୯, ଭାରତ ବର୍ଷର କେନ୍ଦ୍ରିୟ ଶ୍ରମିକ ମିଳିତ ମଂଚର ଡାକରାରେ ହେବାକୁ ଥିବା ଦୁଇ ଦିନିଆ ଧର୍ମଘଟକୁ ବଲାଙ୍ଗିର ଜିଲ୍ଲା ରେ ସଫଳ ରୂପ ନେବା ପାଇଁ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନ ଓ କୃଷକ ସଂଗଠନମାନଙ୍କୁ ନେଇ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ସଭାପତି କୃଷ୍ଣଚନ୍ଦ୍ର ସାହୁ ଯୋଗ ଦେଇ ଭାରତ ସରକାରଙ୍କ ଭୁଲ ଅର୍ଥନିତୀ ଓ ବିମୁଦ୍ରିକରଣ ଯୋଗୁଁ ଆଜି ଦରଦାମ ବୃଦ୍ଧି ଓ ବେରୋଜଗାରୀ ମହାମାରି ରୂପ ଧାରଣ କରିଥିବା ବେଳେ ସରକାରୀ ଉଦ୍ୟୋଗ ର ଘରକରଣ ଓ ଚାଷ ତଥା ଚାଷୀ ବିରୋଧି ଏବଂ ଶ୍ରମ ତଥା ଶ୍ରମିକ ବିରୋଧି ନିତି ଯୋଗୁଁ ସମ୍ପୁର୍ଣ୍ଣ ଅର୍ଥନିତି ଭୁଷୁଡି ପଡିଥିବା ଯୋଗୁଁ କର୍ମନିଯୁକ୍ତି ସୃଷ୍ଟି କରିବାରେ ସରକାର ବିଫଳ ହୋଇଥିବା ଦର୍ଶାଇଥିଲେ । ଫଳରେ ଭାରତ ବର୍ଷର ସମସ୍ତ ଶ୍ରମିକ କୃଷକ ସଂଗଠନ ଏକତ୍ରିତ ହୋଇ ଆନ୍ଦୋଳନ କୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ । ଏହି ସଭାରେ ଯୁବକ କୃଷକ ନେତା ଆକାଶ କୁମାର ମିଶ୍ର, ପଶ୍ଚିମ ଓଡିଶା ବିଜୁଳି କର୍ମଚାରୀ ସଂଘ ସଭାପତି ମନୋରଞ୍ଜନ ସାହୁ, କୃଷକ ନେତା ଅରୁଣ ସାହୁ, ଅବସରପ୍ରାପ୍ତ ସୈାନିକ ସଂଘ ନେତା ବିଭୁତି ଭୂଷଣ ପାଣିଗ୍ରାହୀ, ନିଖିଳ ଉତ୍କଳ ଗ୍ରାମିଣ ଚାଷୀ ମୁଲିଆ ସଂଘର ନେତା ପ୍ରେମାନନ୍ଦ ଭୋଇ, କଂଗ୍ରେସ ନେତା ବିଧୂଭୂଷଣ ତ୍ରିପାଠୀ, ଅନଙ୍ଗ ଠାକୁର, ଚାଷୀ ନେତା ମଧୁ ସୁଦନ କ୍ଷେତୀ, ଆଶା କର୍ମୀ ସଂଘ ସଭାପତି ତିର୍ଥ ପ୍ରଧାନ, ସିଟିୟୁସିର ସୁନିଲ ଭୋଇ, ଜିଲ୍ଲା ଆଶାକର୍ମୀ ସଂଘରୁ ଦିଲିପ ଭୋଇ, ଯଶୋବନ୍ତି ବେହେରା, ଉର୍ମି ଗୁପ୍ତା, ଉଜଳି ମେହେର, ସରସ୍ୱତୀ ଶର୍ମା ପାଚିକା ସଂଘର ଜଗବନ୍ଧୁ ବେହେରା ପ୍ରମୁଖ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like