-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ରାଜ୍ୟ

ଉପନ୍ୟାସ ପ୍ରବାସୀ ଲୋକାର୍ପିତ

25-Mar-2022



ଭୁବନେଶ୍ୱର ୨୫/୦୩: ୧୯୪୭ ମସିହା ଦେଶ ବିଭାଜନର କରାଳ ବିଭିଷିକା ଭିତରେ ଦେଶ ବାହାରେ ରହିଯାଇଥିବା ଓଡିଆ ପରିବାରର ଦୁଃଖ ଓ ସୁଖର ଜୀବନ୍ତ କାହାଣୀକୁ ନେଇ ପୁର୍ବତନ ରାଜ୍ୟ ପୋଲିସ୍‍ ମହାନିର୍ଦ୍ଦେଶକ, ବରିଷ୍ଠ ପ୍ରଶାସକ ତଥା ସେତେବେଳର ବାଂଲାଦେଶ ରାଜଧାନୀ ଢାକାଠାରେ ଥିବା ଭାରତୀୟ ଦୁତାବାସର କାଉନ୍‍ସିଲର ପଦବୀରେ ଅଧିଷ୍ଠିତ ଥିବା ଯଶସ୍ୱୀ ଲେଖକ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ମିଶ୍ର ତାଙ୍କ ବାଂଲାଦେଶର ସିଲେଟ ଜିଲ୍ଲା ଗସ୍ତ ସମୟର କାହାଣୀକୁ ନେଇ ରଚିତ ଉପନ୍ୟାସ “ପ୍ରବାସୀ”  ଲୋକାର୍ପିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଲୋକସେବକ ମଣ୍ଡଳ ଓଡିଶା ଶାଖାର ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଭୁବନେଶ୍ୱର ୟୂନିଟ୍‌-୮ ସ୍ଥିତ ଡି. ଏ. ଭି. ସ୍କୁଲ୍‍ ଅଫ୍‍ ବିଜିନେସ୍‍ ମ୍ୟାନେଜ୍‍ମେଣ୍ଟ୍‍ (ଊଝଈଗ) ର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ  ବର୍ଣ୍ଣାଢ୍ୟ  ଉତ୍ସବରେ ଶାରଳା ସାହିତ୍ୟ ସଂସଦର ସଭାପତି ତଥା ପ୍ରତିଷ୍ଠାତା ଇଂ. ପ୍ରଭାକର ସ୍ୱାଇଁ, ବିଶିଷ୍ଟ କଥାକାର ଶ୍ରୀଯୁକ୍ତ ଦେବ ପ୍ରସାଦ ଦାଶ ତଥା ପୁସ୍ତକର ପ୍ରକାଶକ ସୁଧନ୍ୟା ପ୍ରକାଶନର ପରିଚାଳକ ଶ୍ରୀଯୁକ୍ତ ଲଳିତ ମୋହନ ପଟ୍ଟନାୟକ ସମ୍ମାନିତ ଅତିଥି ରୁପେ ଯୋଗ ଦେଇ ପୁସ୍ତକଟିକୁ ଉନ୍ମୋଚନ କରି ଏହା ଉପରେ ସମୀକ୍ଷା କରିଥିଲେ । ଏହି ଅବସରରେ ବରିଷ୍ଠ ସାହିତ୍ୟିକ ଶ୍ରୀ ଶାନ୍ତନୁ କୁମାର ଆଚାର୍ଯ୍ୟ ଓ ନବକିଶୋର ମିଶ୍ରଙ୍କୁ ସମ୍ଭର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଡି.ଏ. ଭି. ଅନୁଷ୍ଠାନ

 

ସମୁହର ଆଂଚଳିକ ନିର୍ଦ୍ଦେଶକ ଡଃ. କେଶବ ଚନ୍ଦ୍ର ଶତପଥୀ, ସହ-ନିର୍ଦ୍ଦେଶକ ଡଃ.ସୁଜାତା, ବରିଷ୍ଠ ପ୍ରଶାସକ ଶ୍ରୀ ମଦନ ମୋହନ ପଣ୍ଡା, ଶ୍ରୀ ନିହାର ରଞ୍ଜନ ହୋତା, ଅମରେନ୍ଦ୍ର ନାଥ ମିଶ୍ର, ଅରୁଣ କୁମାର ରଥ, ଦେବୀ ପ୍ରଶନ୍ନ ପଟ୍ଟନାୟକ ଓ ବିଶିଷ୍ଠ ସାହିତ୍ୟିକା ମାନସୀ ଦାସ, ଲେଖକଙ୍କ ଧର୍ମପତ୍ନୀ ତଥା ଗୁରୁମା ଶ୍ରୀମତୀ ପ୍ରତିଭା ମିଶ୍ର ଓ ବିଭିନ୍ନ ଡି.ଏ. ଭି. ଅନୁଷ୍ଠାନର ଅଧ୍ୟକ୍ଷ, ଅଧ୍ୟକ୍ଷା, ବରିଷ୍ଠ ଲେଖକ, କଥାକାର ଏବଂ ସ୍ତମ୍ଭକାର ଉପସ୍ଥିତ ଥିଲେ । ପ୍ରକାଶଥାଉକି, ଏଥିପୁର୍ବରୁ, ଶ୍ରୀଯୁକ୍ତ ମିଶ୍ର ଓଡିଆ ଏବଂ ଇଂରାଜୀ ଭାଷାରେ ଅନେକ ଉପନ୍ୟାସ, ଆତ୍ମଜୀବନୀ, ଭ୍ରମଣ କାହାଣୀ, ପୁସ୍ତକ ସମୀକ୍ଷା ତଥା ଗଳ୍ପ ପ୍ରମୁଖ ରଚନା କରିଛନ୍ତି । ଏଥିମଧ୍ୟରୁ, ସ୍ୱପ୍ନର ଆମେରିକା, ସୁନାର ବାଂଲା, କଳାହାଣ୍ଡି ଓ ଇନ୍ଦ୍ରଦେବତା, ମାନ ଅଭିମାନ, ମୃଗତୃଷ୍ଣାର ଛାଇ ପ୍ରମୁଖ ଅନ୍ୟତମ । ସାଧାରଣ ଲୋକଙ୍କ ଭାଷା ଓ ପରିଭାଷାକୁ ନେଇ ରଚିତ ପୁସ୍ତକ ବେଶ୍‍ ଆଦୃତ ହେବ ବୋଲି ଉପସ୍ଥିତ ବୁଦ୍ଧିଜୀବି ମତବ୍ୟକ୍ତ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧ୍ୟକ୍ଷ  ଡଃ. ଡି.ଏନ୍‍. ମିଶ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପରିଚାଳିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026

You Might Also Like