-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସାଇଟ୍ ନର୍ସିଂ କଲେଜରେ ଶପଥ ଗ୍ରହଣ ଓ ୧୭ତମ ବାର୍ଷିକ ଉତ୍ସବ ପାଳନ ୧୨୦ ଜଣ ଛାତ୍ରୀ ଛାତ୍ର ଶପଥ ନେଲେ

26-Mar-2022



ଇଲାଙ୍ଗିର// ବଲାଙ୍ଗିର ନିକଟସ୍ଥ  ସଦାଇପାଲି ସାଇଟ ନର୍ସିଂ କଲେଜ ଠାରେ ଏମ.ଏସ.ସି ନର୍ସିଂ, ବି.ଏସ.ସି. ନର୍ସିଂ, ଜି.ଏନ.ଏମ. ଏବଂ ଏ.ଏନ.ଏମ. ନର୍ସିଂଛାତ୍ରୀ ଛାତ୍ର ଙ୍କ ଏକାଦଶତମ ଶପଥ ଗ୍ରହଣ ଓ ୧୭ତମ ବାର୍ଷିକ ଉତ୍ସବ ମହାସମାରୋହ ରେ ଅନୁଷ୍ଠିତ ହୋଇ ଯାଇଛି । ଶପଥ ଗ୍ରହଣ ସମାରୋହରେ ୧୨୦ଜଣ ନୂତନ ନର୍ସିଂଛାତ୍ରୀ ଛାତ୍ର ଶପଥ ନେଲେ । ନର୍ସିଂ ଅଧ୍ୟକ୍ଷା ସ୍ନିଗଧା ମିନତି ଦାନି ଙ୍କ ଅଧକ୍ଷତାରେ ଅନୁଷ୍ଠିତ ସଭାରେ ସାଇଟ ପ୍ରତିଷ୍ଠାତା ଡ.ଶ୍ରୀକର ମିଶ୍ର ଉଦଘାଟନୀ ଅଭିଭାଷଣ ପ୍ରଦାନ କରି ଉତ୍ତମ ସେବିକା ହେବାକୁ ଅହ୍ୱାନ ଦେଇଥିଲେ  । ରାଜେନ୍ଦ୍ର ୟୁନିଭରସିଟି, ବଲାଙ୍ଗିର ଭାଇସ୍ ଚାନସେଲର ପ୍ରଫେସର ଉମାବଲ୍ଲଭ ମହାପାତ୍ର ମୁଖ୍ୟ ଅତିଥି ଭାବରେ  ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶପଥ ଗ୍ରହଣ ସମାରୋହକୁ ଘୋଷଣା କରି ରୋଗୀ ସେବାରେ ନର୍ସ ମାନଙ୍କ ଭୁମିକା ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ ମତବ୍ୟକ୍ତ କରିଥିଲେ ।  ସମ୍ମାନୀତ ଅତିଥି ଭାବରେ ରାଜେନ୍ଦ୍ର ୟୁନିଭରସିିଟି ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଅକ୍ଷୟ କୁମାର ମିଶ୍ର ଓ କଲେଜ ଉନ୍ନୟନ ପରିଷଦର ନିର୍ଦ୍ଦେଶକ ପ୍ରଫେସର ବିଘ୍ନେଶ ପ୍ରସାଦ ମିଶ୍ର ଯୋଗ ଦେଇ ନିଷ୍ଟାପର ସେବା ଉପରେ ଗୁରୁତ୍ୱ ଦେଇଥିଲେ ।
ସେହିପରି ବାର୍ଷିକ ଉତ୍ସବରେ ବଲାଙ୍ଗିର ଜିଲ୍ଲା ମ୍ୟାଲେରିଆ ଅଫିସର ଡା. କୁବେର ଚନ୍ଦ୍ର ମହନ୍ତ ମୂକ୍ୟ ଅତିଥି ଭାବରେ ଯୋଗଦେଇ ଦକ୍ଷ ଓ ଆଦର୍ଶ ନର୍ସ ହେବାପାଇଁ ପ୍ରେରଣା ଦେଇଥିଲେ ।  ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ମେନେଜର ଡା. ସୁଦିପ୍ତ ଦତ ଯୋଗଦେଇ ନର୍ସିଂ ସେବା ନିଷ୍ଠାପର ଭାବରେ କରିବାପାଇଁ ପ୍ରୋତ୍ସାହୀତ କରିଥିଲେ । 
ନୃତ୍ୟ, ଗୀତ , ରଙ୍ଗୋଲି , ଡିବେଟ , ଆଦି କୃତୀ ପ୍ରତିଯୋଗୀ ଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ । ପରିଶେଷରେ ସାଇଟ ନର୍ସିଂ ପ୍ରଶାଶନିକ ଅଧିକାରୀ ଡା. ସିଦ୍ଧେଶ୍ୱର ମିଶ୍ର ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମକୁ ଲୋପାମୁଦ୍ରା ମିଶ୍ର ସଂଯୋଜନା କରିଥିବା ବେଳେ ଭଗବତୀ କୌସଲ୍ୟା ନର୍ସିଂ କଲେଜ ଅଧକ୍ଷା ନେହା କୌର, ଅଶୋକ କୁମାର ପଧାନ, କାମରୁନ ନିଶା,ଅମିୟ ଜୋଷୀ, ଅଭିଲିପ୍ସା ବାହିନୀପତି, ସୋମାରେସ୍ନା ମିଶ୍ର , ରୋଜାଲିନ ରାଜହଂସ, ପ୍ରିୟବ୍ରତ ଖଟୁଆ ଙ୍କ ସହିତ ସମସ୍ତ ଅଧ୍ୟାପିକା/ଅଧ୍ୟାପକ ସହଯୋଗ କରିଥିଲେ ।
ଶେଷରେ ନର୍ସିଂ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like