-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଖେଳ

ଟିମ୍‌ ଇଣ୍ଡିଆର ଜର୍ସିରେ ଲେଖାହେବ ‘ଏମପିଏଲ’

17-Nov-2020



ଗେମିଂ ଆପ୍‌ ଏମପିଏଲ ଏବେ ବିସିସିଆଇ ଓ ଟିମ୍‌ ଇଣ୍ଡିଆ ସହ ଯୋଡ଼ି ହୋଇଯାଇଛି। ଟିମ ଇଣ୍ଡିଆ ଜାତୀୟ ଟିମର କିଟ୍‌ ପ୍ରାୟୋଜକ ଭାବେ ଆଜି ଏମପିଏଲ ସ୍ପୋର୍ଟସ ଦାୟିତ୍ୱ ନେଇଛି। କେବଳ ଜାତୀୟ ଟିମ୍ ନୁହେଁ, ଭାରତୀୟ ମହିଳା ଓ ଅଣ୍ଡର-୧୯ ଟିମର ମଧ୍ୟ କିଟ୍ ପ୍ରୟୋଜକ ଦାୟିତ୍ୱ ପାଇଛି ଏମପିଏଲ। ଆଜି ବିସିସିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ଜାତୀୟ ପୁରୁଷ ଓ ମହିଳା ଦଳ ସହ ଅଣ୍ଡର-୧୯ ଟିମ୍‌ର କିଟ୍‌ ପ୍ରାୟୋଜକ ଦାୟିତ୍ୱ ନାଇକ୍‌ ତୁଲାଉଥିଲା। ଏହାର ଅର୍ଥ ନାଇକ୍‌ ବଦଳରେ ଏଣିକି ଟିମ୍‌ ଇଣ୍ଡିଆର ଖେଳାଳିଙ୍କ ଜର୍ସିରେ ଏମପିଏଲ ଲେଖାହେବ!! ଖେଳ ଖବର-୨୦୧୬-୨୦୨୦ ଯାଏ କିଟ୍‌ ପ୍ରାୟୋଜକ ହେବାକୁ ନାଇକ ବିସିସିଆଇକୁ ୩୭୦ କୋଟି ଟଙ୍କା ଦେଇଥିଲା। ଚୁକ୍ତି ଶେଷ ହେବା ପରେ ଏକାଧିକ ସଂସ୍ଥା କିଟ୍‌ ପ୍ରାୟୋଜକ ହେବାକୁ ଆବେଦନ କରିଥିଲେ। ନଭେମ୍ବର ୨ରେ ବସିସିଆଇର ଉଚ୍ଚସ୍ତରୀୟ କମିଟି ଏମପିଏଲ ନାଁରେ ମୋହର ମାରିଛି। ଏମପିଏଲ ସ୍ପୋର୍ଟସ ହେଉଛି ଗୋଟିଏ ଇ- ସ୍ପୋର୍ଟସ ପ୍ଲାଟଫର୍ମ। ଏହାବାଦ୍‌ ସଂସ୍ଥା ଖେଳ ଜିନିଷପତ୍ର ଓ କ୍ରିକେଟ ଇକ୍ୟୁପମେଣ୍ଟ ସହ ମାସ୍କ, ରିଷ୍ଟ ବ୍ୟାଣ୍ଡ, ଫୁଟୱେର ଓ ହେଡ୍‌ଗିୟର ଆଦି ଯୋଗାଇ ଦେଇଥାଏ!! ଖେଳ ଖବର-ବିସିସିଆଇ ସହ ଏମପିଏଲ ୩ ବର୍ଷ ପାଇଁ ଚୁକ୍ତି କରିଛି। ୨୦୨୩ ଡିସେମ୍ବର ମାସରେ ଏହି ଚୁକ୍ତି ଶେଷ ହେବ। ଅଷ୍ଟ୍ରେଲିଆ ଟୁର ଠାରୁ ଏମପିଏଲ ଭାରତୀୟ ଟିମ୍‌ ସହ ଯୋଡ଼ି ହେବ। ଏହି ଟୁରରେ ଟିମ୍‌ ଇଣ୍ଡିଆ ନୂଆ ଜର୍ସିରେ ମଇଦାନକୁ ଓହ୍ଲାଇବ। ଏଥିରେ ଏମପିଏଲ ସ୍ପୋର୍ଟସ ଉଲ୍ଲେଖ କରାଯିବ। ଏହାର ଅର୍ଥ ଏମପିଏଲ ପକ୍ଷରୁ ପ୍ରିଣ୍ଟ ଓ ତିଆରି ଜର୍ସି ଭାରତୀୟ ଦଳର ଖେଳାଳି ମାନେ ପିନ୍ଧିବେ!!


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like