-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ରାଜ୍ୟ

ଆରପାରି ରେ ପଞ୍ଚିମାଞ୍ଚଳ ର ଟାଣୁଆ କଂଗ୍ରେସ ନେତା ରିପୁନାଥ ସେଠ

27-Mar-2022



ବରଗଡ଼:- ପଶ୍ଚିମାଞ୍ଚଳର ଜଣେ ଟାଣୁଆ କଂଗ୍ରେସ ନେତା,ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠଙ୍କ ଗତକାଲି ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲ୍ଲା ବରପାଲି ନିବାସୀ ସ୍ବର୍ଗତ ସେଠ କଂଗ୍ରେସରୁ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଦାୟିତ୍ଵ ତୁଲାଇବା ସହ ଶକ୍ତି ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଭାବେ ସୁରୁଖୁରୁରେ କାର୍ଯ୍ୟ ନିର୍ବାହ କରିଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ  ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ହୋଇ,ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ଲଢିଥିଲେ ସତ ହେଲେ ପରାଜିତ ହୋଇଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ।ସେ ଦୀର୍ଘ ଦିନରୁ ମଧୁମେହ ରୋଗରେ ପିଡୀତ ଥିଲେ । ପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଦେହାନ୍ତରେ ସମଗ୍ର ପଶ୍ଚିମ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି।ତାଙ୍କ ଅକାଳ ବିୟୋଗରେ ବରଗଡ ଜିଲ୍ଲା କଂଗ୍ରେସ ଦଳର ସଭାପତି ନିହାର ରଞ୍ଜନ ମହାନନ୍ଦ, କଂଗ୍ରେସ ଦଳ ର ବରଗଡ଼ ଲୋକସଭା ପ୍ରାର୍ଥୀ ପ୍ରଦୀପ କୁମାର ଦେବତା, ଜିଲ୍ଲା କଂଗ୍ରେସ କମିଟିର ସଦସ୍ୟ ଗତି କୃଷ୍ଣ ଭୋଇ, ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ, ପାଇକମାଳ ବ୍ଳକ ସଭାପତି ବିନୋଦ କୁମାର ବିଶ୍ବାଳ, ପୂର୍ବତନ ପାଇକମାଳ ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନୋଦ କାଲିଆ, ପଦ୍ମପୁର ବ୍ଳକ ସଭାପତି ଚମ୍ପକେଶ୍ୱର ପୁରୋହିତ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like