-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ମହାନଗର

ଜିଲ୍ଲା ଓକିଲ ସଂଘ ନିର୍ବାଚନ, ସୁରେଶ୍ବର ମିଶ୍ର ସଭାପତି, ସରୋଜ ସାହୁ ସମ୍ପାଦକ

28-Mar-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ୍): ୨୦୨୨-୨୩ ବର୍ଷ ପାଇଁ ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଶନିବାର ଶେଷ ହୋଇଛି I ଏହି ନିର୍ବାଚନରେ ବରିଷ୍ଠ ଆଇନ୍‌ଜୀବୀ ସୁରେଶ୍ଵର ମିଶ୍ର ସଭାପତି, ସରୋଜ ସାହୁ ସାଧାରଣ ସମ୍ପାଦକ, ହିମାଂଶୁ ଶେଖର ପାଣିଗ୍ରାହୀ ଯୁଗ୍ମ ସାଧାରଣ ସମ୍ପାଦକ, ମହେନ୍ଦ୍ର ବଢ଼ାଇ ସହକାରୀ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି I ସଭାପତି ପାଇଁ ମଇଦାନକୁ ଓହ୍ଲାଇଥିବା ଶ୍ରୀ ମିଶ୍ର  ୪୭୦ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ପ୍ରସନ୍ନ ସାହୁ ୧୨୫ଟି ଭୋଟ୍ ପାଇଥିଲେ I ସାଧାରଣ ସମ୍ପାଦକ ପଦ ପାଇଁ ନିର୍ବାଚନ ଲଢ଼ିଥିବା ପ୍ରବୀଣ କୁମାର ସିଂଦେଓ ୨୯୧ ଖଣ୍ଡ ଭୋଟ୍ ପାଇଥିବା ବେଳେ ସରୋଜ ସାହୁ ୩୧୦ଟି ଭୋଟ୍ ପାଇ ବିଜୟୀ ହୋଇଥିଲେ I ଓକିଲ ସଂଘର କାର୍ଯ୍ୟକାରୀ ପରିଷଦ ସଦସ୍ୟ ଭାବେ ମାନସ ରଞ୍ଜନ ମିଶ୍ର, ଭଗତ ସିଂ, ସୁଦାମ ଚରଣ ଲୁହା, ସୁରେନ୍ଦ୍ର ନାଏକ, ରାଜେଶ ସାହୁ ଓ ଶ୍ୟାମ ସୁନ୍ଦର ଗର୍ଡିଆ ନିର୍ବାଚିତ ହୋଇଥିଲେ I ପ୍ରମୋଦ କୁମାର ଦାଶ ନିର୍ବାଚନ ଅଧିକାରୀ ଦାୟିତ୍ଵ ତୁଲାଇଥିବା ବେଳେ ଏମ୍ ଫାରୁକ୍‌, ଅନ୍ତର୍ଯ୍ୟାମୀ ପାଣିଗ୍ରାହୀ, ଚିତ୍ରସେନ ମିଶ୍ର, ବେଦବ୍ୟାସ ସୂପକାର, ବୈଶମ୍ପାୟନ ଆଚାର୍ଯ୍ୟ, ବନ୍ଦିତାରାଣୀ ମିଶ୍ର,ସିଦ୍ଧାର୍ଥ ଶେଖର ସାହୁ, ପ୍ରଶାନ୍ତ କୁମାର କର, ଅବିନାଶ ପୁରୋହିତ, ସିଦ୍ଧାର୍ଥ ଷଡ଼ଙ୍ଗୀ, ପ୍ରଦୀପ ଦୋରା, ଶଙ୍କର ଭଞ୍ଜ ପ୍ରମୁଖ ସହଯୋଗ କରିଥିଲେ I ଯୁଗ୍ମ ସାଧାରଣ ସମ୍ପାଦକ ପଦ ପାଇଁ ନିର୍ବାଚନ ଲଢ଼ିଥିବା ହିମାଂଶୁ ଶେଖର ପାଣିଗ୍ରାହୀ ୧୬୮ ଖଣ୍ଡ ଭୋଟ୍ ପାଇଁ ବିଜୟୀ ହୋଇଥିବା ବେଳେ ପ୍ରତିଦ୍ଵନ୍ଦୀ ମନୋରଞ୍ଜନ ପଣ୍ଡା ୧୬୫ଟି, ନୀଳକଣ୍ଠ ଶ୍ରୀବାସ ୧୨୭ଟି ଓ ପ୍ରତାପ ସୁନା ୧୧୪ଟି ଭୋଟ୍ ପାଇଥିଲେ। ସହକାରୀ ସମ୍ପାଦକ ପାଇଁ ଲଢ଼ିଥିବା ମହେନ୍ଦ୍ର ବଢ଼ାଇ ସର୍ବାଧିକ ୧୯୩ ଖଣ୍ଡ ଭୋଟ୍ ପାଇଥିବା ବେଳେ ରମେଶ ଚନ୍ଦ୍ର ଦାଶ ୧୬୨ଟି, ଆଶୁତୋଷ ପାତ୍ରୋ ୧୦୩ଟି, ଶ୍ରୀକାନ୍ତ ପାଣିଗ୍ରାହୀ ୧୦୧ଟି ଭୋଟ୍ ପାଇଥିଲେ I ପୂର୍ବରୁ ବସନ୍ତ ମିଶ୍ର ଉପ ସଭାପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like