-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

କଲେଜ କିରାଣୀ ଚନ୍ଦ୍ରଶେଖର ମହାଣାଙ୍କ ଦେହାନ୍ତ/ ଏକମାତ୍ର ଝିଅ ଦେଲେ ମୁଖାଗ୍ନି

28-Mar-2022



ସୁବର୍ଣ୍ଣପୁର, ସମାଜରେ ନାରୀ ଆଉ ଅବଳା ଦୁର୍ବଳା ହୋଇ ରହିନାହିଁ। ପ୍ରତ୍ୟେକ କ୍ଷେତ୍ରରେ ପୁରୁଷଙ୍କ ଭଳି ନିଜର ପାରଦର୍ଶିତା ଦେଖାଉଛନ୍ତି ନାରୀ ମାନେ ।  ରବିବାର ପରଲୋକ ଘଟିଥିବା   ଚନ୍ଦ୍ରଶେଖର ମହାଣାଙ୍କ ଶେଷ ସଂସ୍କାର ସମୟରେ ମୁଖାଗ୍ନି ଦେଇ ସମାଜରେ ଉଦାହରଣ ସାଜିଛନ୍ତି ତାଙ୍କ ଏକ ମାତ୍ର  ଝିଅ ପରିମିତା ।
ରବିବାର ମଧ୍ୟାହ୍ନରେ ବୁର୍ଲା ବଡ ମେଡିକାଲରେ ସୋନପୁର ମହାବିଦ୍ୟାଳୟର ବରିଷ୍ଠ କିରାଣୀ ଚନ୍ଦ୍ରଶେଖର ମହାଣାଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ହେଉଥିଲା । ଶନିବାର ସନ୍ଧ୍ୟାରେ ସେ ଅସୁସ୍ଥତା ଅନୁଭବ କରିବାରୁ ସାନଭାଇ ଗୋବିନ୍ଦ ପ୍ରଥମେ ଚନ୍ଦ୍ରଶେଖରଙ୍କୁ ସୋନପୁର ଡାକ୍ତରଖାନାକୁ ନେଇଥିଲେ, ତେବେ ସୋନପୁର ଜିଲ୍ଲା ଡାକ୍ତରଖାନାର ଡାକ୍ତର ଚନ୍ଦ୍ରଶେଖରଙ୍କୁ ବୁର୍ଲା ପଠାଇ ଦେଇଥିଲେ । ରବିବାର ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତ୍ ଯୋଗୁଁ ଚନ୍ଦ୍ରଶେଖରଙ୍କ ଦେହାନ୍ତ ହୋଇଛି । ରବିବାର ଅପରାହ୍ନରେ ରାମେଶ୍ୱର ଶ୍ମଶାନରେ ଶବଦାହ କରାଯାଇଛି । ତେବେ ଚନ୍ଦ୍ରଶେଖଙ୍କ ଏକମାତ୍ର ଝିଅ ପରିମିତା ମୁଖାଗ୍ନି ଦେଇଛନ୍ତି ।

ଚନ୍ଦ୍ରଶେଖର ଜଣେ କର୍ତ୍ତର୍ବ୍ୟ ନିଷ୍ଠ  ଏବଂ ମେଳାପୀ ବ୍ୟକ୍ତି ଥିଲେ । ତାଙ୍କର ନିଧନରେ ସୋନପୁର ମହାବିଦ୍ୟାଳୟ ତଥା ସହରରେ ଶୋକର ଛାୟା ଖେଳିଯାଇଛି । ସେ ମୂଳତଃ ବଡବଜାର ମହାଣା ପଡା ବାସିନ୍ଦା । ତେବେ ବ୍ଲକ ଛକ ଶକ୍ତି ନଗରରେ ସପରିବାର କିଛି ବର୍ଷ ହେଲା ରହି ଆସୁଥିଲେ । ରବିବାର ମୃତଦେହ ଶକ୍ତିନଗର ନିଜ ଘରକୁ ଆଣିବା ପରେ ମହାବିଦ୍ୟାଳୟର ବହୁ କର୍ମଚାରୀ, ସହପାଠୀ ତଥା ଆତ୍ମୀୟ ସ୍ୱଜନ ଶେଷ ଦର୍ଶନ ପାଇଁ ଆସିଥିଲେ । ପରେ ଟିକିରିପଡା ମହାଣାପଡା ନିଜ ଘର ଦେଇ ରାମେଶ୍ୱର ଶ୍ମଶାନକୁ ନିଆ ଯାଇଥିଲା । ରାମେଶ୍ୱର ଶ୍ମଶାନରେ ଚନ୍ଦ୍ରଶେଖରଙ୍କ ଝିଅ ଦ୍ୱାରା ସଂସ୍କାର କାର୍ଯ୍ୟ ସମାପନ କରାଯାଇଥିଲା ।  ଝିଅ  ପାରମିତା ବାପାଙ୍କୁ ମୁଖାଗ୍ନି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like