-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ରିପୁନାଥ ସେଠ ଙ୍କ ବିୟୋଗ ରେ ଶୋକସଭା

28-Mar-2022



 ସୁବର୍ଣ୍ଣପୁର,, ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା କଂଗ୍ରେସ ନେତା ରିପୁନାଥ ସେଠ ଙ୍କ ହୃଦଘାତ ରେ ପରଲୋକ ହୋଇଯାଇଛି l ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ରୁ କଂଗ୍ରେସ ଟିକଟ ରୁ ଲଢ଼ି  ବିଧାୟକ ଭାବରେ ସେ ନିର୍ବାଚିତ ହୋଇ ୧୯୯୫ ରୁ ୨୦୦୦  ମସିହା ପର୍ଯ୍ୟନ୍ତ ଗଣଶିକ୍ଷା ମନ୍ତ୍ରୀ ଥିଲେ l ଏପରିକି ଶକ୍ତି ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱମଧ୍ୟ ସେ ତୁଲାଇଥିଲେ l ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା l ସ୍ବର୍ଗତ ରିପୁନାଥ ସେଠ ଙ୍କ ବିୟୋଗ ରେ ଆଜି ପୂର୍ବାହ୍ନ ସମୟରେ ସୋନପୁର ସ୍ଥିତ କସ୍ତୁରୀ ହୋଟେଲ ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ସଂଯୋଜକ ସୁଧୀର କୁମାର ପଣ୍ଡା ଙ୍କ ସଭାପତିତ୍ୱ ରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶୋକ ସଭାରେ ଜିଲ୍ଲା ସଭାପତି ଗୌରୀଶ୍ୟାମ ପଣ୍ଡା, ପୂର୍ବତନ ବିଧାୟକ ବିନୋଦ ପାତ୍ର, ପି ସି ସି ସଭ୍ୟ ଜିତେନ୍ଦ୍ର ପଟ୍ଟନାୟକ,ଜିଲ୍ଲା ଯୁବକଂଗ୍ରେସ ସଭାପତି ପ୍ରିୟବ୍ରତ ସାହୁ, ରଞ୍ଜିତ ରାୟ, ବରିଷ୍ଠ କଂଗ୍ରେସ ନେତା ମାଧବ କୁମ୍ଭାର, ବ୍ରଜବିହାରୀ ନାୟକ, ଶେଷ ଦେବ ମେହେର, ସଚ୍ଚିଦାନନ୍ଦ ସାହୁ, ବାବୁଲୁ କୁମ୍ଭାର, ଶିଶିର ମେହେର, ଭରତ ଜେନା, ରାଜେଶ ମିଶ୍ର, ମହମ୍ମଦ ଇମ୍ରାନ, ତରଣୀ ବାରିକ ପ୍ରମୁଖଯୋଗ ଦେଇ ଅମର ଆତ୍ମା ର ସଦଗତି ନିମନ୍ତେ ୨ମିନିଟନୀରବ ପ୍ରାର୍ଥନା କରି  ଦିବଂଗତ ନେତା ଙ୍କ ସୃତିଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like