-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ନେଇ ଯୁବକ ଫେରାର୍ - ନିଜ ସାଙ୍ଗ ସହ ସମ୍ପର୍କ ରଖିବାକୁ ବାଧ୍ୟ କଲେ, 7 ମାସ ର ଗର୍ଭବତୀ ହେବା ପରେ ଉଭୟ ଫେରାର୍

18-Nov-2020



ଟିଟିଲାଗଡ଼, (ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଥାନା ଅନ୍ତର୍ଗତ କନର୍ଲା ଗ୍ରାମ ର ଝର ତାଣ୍ଡି (ଛଦ୍ମନାମ) ନାମ୍ନୀ ଜଣେ ୨୧ ବର୍ଷୀୟ ଯୁବତୀ କୁ ବିବାହ ପ୍ରଲୋଭନ ଦେଖାଇ ଉକ୍ତ ଗ୍ରାମର ଜଣେ ଯୁବକ ସହ ଫେରାର ହୋଇଯିବା ଓ ଦୁଇ ମାସ ସ୍ତ୍ରୀ ପରି ରଖି ଶାରୀରିକ ସମ୍ପର୍କ ସ୍ଥାପନ କରି ପରେ  ଅନ୍ୟ ଜଣେ ଯୁବକ ସହ ତାକୁ ଛାଡି ଦେଇଥିବା ବେଳେ ସେ ଆଠ ମାସ କାଳ ସ୍ତ୍ରୀ ପରି ରଖୀ ସେ ସାତ ମାସର  ଗର୍ଭବତୀ ହେବା ଜାଣି ସେ ମଧ୍ୟ ଫେରାର ହୋଇଯାଇଥିବା    ଥାନା ରେ ମାମଲା ରୁଜ୍ଜୁ ହୋଇଛି। ସୂଚନା ଅନୁଯାୟୀ,ଟିଟିଲାଗଡ଼ ଥାନା ଅନ୍ତର୍ଗତ କନର୍ଲା ଗ୍ରାମର ଝର ତାଣ୍ଡି(୨୧)(ଛଦ୍ମନାମ) ଉକ୍ତ ଗ୍ରାମର  ଲଳିତ ଚନ୍ଦନ(୨୫) ନାମକ ଜଣେ ଯୁବକ ଙ୍କ ପ୍ରେମ ସମ୍ପର୍କ ସ୍ଥାପନ ହୋଇଥିବା ଓ ସେ ବିବାହ ପ୍ରଲୋଭନ ଦେଖାଇ ଦୁଇ ଜଣ ବେଙ୍ଗଲୋର କୁ ଯାଇ ରହିଥିବା ବେଳେ ଏକ ମାସ ପରେ ଲଳିତ ତାର ଜଣେ ବନ୍ଧୁ ତାପସ ଜାଲ(୨୪) ସହ ସେମାନେ ରହୁଥିବା ଘରକୁ ଡକେଇ ତା ସହ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲା । ଏପରିକି ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ଉଭୟ ବାଧ୍ୟ କରିବା ସହ ନା ନା ପ୍ରକାର ନିର୍ଯ୍ୟାତନା ଦିଆଯାଇଥିବା ଅଭିଯୋଗ କରିଛନ୍ତି।   ପରେ ଉକ୍ତ ଲଳିତ ତାର ସଙ୍ଘ ତାପସ ନାଗ ସହ ଛାଡି କେଉଁଆଡ଼େ ଫେରାର ହୋଇ ଯାଇଥିଲା । ତେବେ  ବାଧ୍ୟ ହୋଇ ଝର ପ୍ରାୟ ଆଠ ମାସ କାଳ ତାପସ ସହ ସ୍ୱାମୀ, ସ୍ତ୍ରୀ ଭାବେ ରହିବାକୁ କହି ବିବାହ କରିବା ପ୍ରତିଶ୍ରୁତି ଦେଇଥିଲା। ତେବେ ଝର ସାତ ମାସର ଗର୍ଭବତୀ ଥିବା ତାପସ ଜାଣି ନିଜ ଘରକୁ ଯାଇ ସ୍ତ୍ରୀ ଭାବେ ରଖିବ କହି ବେଙ୍ଗଲୋର ରୁ ଉଭୟ ଆସି ଟିଟିଲାଗଡ଼ ର ମାଦ୍ରାସୀ  ଲଜ  ରେ ପ୍ରାୟ ସାତ ଦିନ ରହି ସେଠୁ ସେ ଫେରାର ହୋଇ ଯାଇଥିଲା । କୌଣସି ଉପାୟ ନ ପାଇ ନିଜ ପରିବାର ଲୋକଙ୍କୁ ଡକେଇ ଉକ୍ତ0 ଲଜ ରୁ ଝର କୁ ଉଦ୍ଧାର କରିଥିଲେ । ଏ ନେଇ ଟିଟିଲାଗଡ଼ ଥାନା ରେ ଝର ଓ ପରିବାର ଲୋକେ ଏତଲା ଦାୟର କରିଥିଲେ । ଏ ନେଇ ମହିଳା ଓ ଶିଶୁ ଡେସ୍କ ଅଧିକାରୀ ଶ୍ରୀମତୀ ସାବିତ୍ରୀ ସିକା ଭାରତୀୟ ଦଣ୍ଡବିଧାନ ନିୟମ ଅନୁଯାୟୀ ସି ଆର ପି ସି ଧାରା ୧୪୫ ଅନ୍ତର୍ଗତ ଏକ ମାମଲା ସଂଖ୍ୟା -୪୩୮ କ୍ରମେ ଧାରା ୪୯୮-ଏ,୪୯୮,୪୧୭,୩୪ ଅନୁଯାୟୀ ଏକ ମାମଲା ରୁଜ୍ଜୁ କରିଥିବା ବେଳେ ଦୁଇ ଅଭିଯୁକ୍ତ ଫେରାର ଥିବା ଜଣାଯାଇଛି । ଏପରି   ସ୍ଥଳେ ସାତ ମାସର ଗର୍ଭବତୀ ଯୁବତୀ ଙ୍କୁ ତାଙ୍କ ପରିବାର ଲୋକେ ନିଜ ଘରକୁ ନ ନେଇ ଅନ୍ୟତ୍ର ରଖିବା ତାଙ୍କ ସମାଜ ଲୋକେ କହୁଥିବା ବେଳେ ଏବେ ଝର ଅସହାୟ ଅବସ୍ଥାରେ ରହିଛନ୍ତି । ତେବେ ପରିବାର ଲୋକେ ତୁରନ୍ତ ଉକ୍ତ ଅଭିଯୁକ୍ତ ଙ୍କୁ ଗିରଫ କରିବା କୁ ଦାବି କରିଥିବା ବେଳେ ଝର ଯଦି ଅଭିଯୁକ୍ତ ଙ୍କୁ ଗିରଫ ସହ ଉପଯୁକ୍ତ ନ୍ୟାୟ ନ ମିଳେ ତେବେ ସେ ଆତ୍ମହତ୍ୟା କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like