-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ପାଟଣାଗଡ ରେ "ଭାରତ ବନ୍ଦ ଡାକରା" କୁ ସମ୍ପୂର୍ଣ୍ଣ ସମର୍ଥନ

30-Mar-2022



ପାଟଣାଗଡ଼/ କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ଦ୍ୱାରା ଆହୁତ ଦୁଇ ଦିନିଆଁ ଭାରତ ବନ୍ଦ କୁ ମଙ୍ଗଳବାର ପାଟଣାଗଡ ରେ ବିପୁଳ ଜଣସମର୍ଥନ ମିଳିଛି l ବନ୍ଦ ପ୍ରଭାବ ରେ ପାଟଣାଗଡ ର ସମସ୍ତ ଦୋକାନ ବଜାର,ସରକାରୀ କାର୍ଯ୍ୟାଳୟ,ବ୍ୟାଙ୍କ,ବୀମା,ପୋଷ୍ଟ ଅଫିସ, କୋର୍ଟ କଚେରୀ,ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା l ଗାଡିଚଳାଚଳ ବାଧା ପ୍ରାପ୍ତ ହୋଇଥିଲା l ଧୂମାଭଟା ଛକ ଠାରେ ପାଟଣାଗଡ କୋର୍ଡିନେସନ କମିଟି ଅଫ ଟ୍ରେଡ଼ ୟୁନିଅନ ଏଣ୍ଡ ଆସୋସିଏସନ  ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l କେନ୍ଦ୍ର ସରକାର  ଙ୍କ ଶ୍ରମିକ ବିରୋଧୀ ଶ୍ରମିକ ଆଇନ ଶ୍ରମ କୋଡ଼ କୁ ପ୍ରତ୍ୟାହାର,ବ୍ୟାଙ୍କ ବୀମା ପୋଷ୍ଟ,ରେଲୱେ,ପ୍ରଭୃତି ରାଷ୍ଟ୍ରlୟତ୍ତ ଉଦ୍ୟୋଗ ଗୁଡିକ ର ଘରୋଇକରଣ ବନ୍ଦ କରିବା, ସରକାରୀ ସଂସ୍ଥା ଗୁଡିକ ର ଠିକା କରଣ ବନ୍ଦ,ପେଟ୍ରୋଲ ଡିଜେଲ ରୋଷେଇ ଗ୍ୟାସ,ଦର ହ୍ରାସ କରିବା,ଅତ୍ୟାବଶ୍ୟକ ସାମଗ୍ରୀ ର ଦରଦାମ ନିୟନ୍ତ୍ରଣ କରିବା ଆଶା, ଅଙ୍ଗନୱାଡି,ପାଚିକା ଶ୍ରମିକ ମାନଙ୍କୁ ସ୍ଥାୟୀ ନିଯୁକ୍ତି,ସର୍ବନିମ୍ନ ଛବିଶ ହଜାର ଦରମା,ସମାନ କାମକୁ ସମାନ ଦରମା,ଜାତୀୟ ପେନସନ ନିୟମ ବାତିଲ କରି ପୁରୁଣା ପେନସନ ନିତୀ ଲାଗୁ କରିବା,ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା,ଜୀବନ ରକ୍ଷାକlରି ଔଷଧ ର ଦର କମାଇବା,ଅଣସଂଗଠିତ ଶ୍ରମିକ ମାନଙ୍କୁ ସାମାଜିକ ସୁରକ୍ଷା ବୀମା ଭୁକ୍ତ କରିବା,ଶିକ୍ଷିତ ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ସୁଯୋଗ,  ଦେଶ ବଞ୍ଚାଅ ଜନତା ବଞ୍ଚାଅ,ପ୍ରଭୃତି ଦାବି ଉପରେ ବିକ୍ଷୋଭକାରି ମାନେ ଆଲୋକପାତ କରିଥିଲେ l  ବିଜେପି ନେତୃତ୍ବାଧୀନ କେନ୍ଦ୍ର ସରକାର ଙ୍କ ଜନ ବିରୋଧୀ ନିତୀ କୁ ବିଭିନ୍ନ ସଂଗଠନ ର ନେତାମାନେ କଟୁ ସମାଲୋଚନା କରିଥିଲେ l କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ଗୁଡିକ ଦ୍ୱାରା ଦେଶବ୍ୟାପି ସାଧାରଣ ଧର୍ମଘଟ କୁ ଜନସାଧାରଣ  ଅତଭୁତପୂର୍ବ ସମର୍ଥନ କରିଥିଲେ l  ପାଟଣାଗଡ ମିଳିତ ମଞ୍ଚ ର ନିରଞ୍ଜନ ବିଶି, ରାଜେଶ ମେହେର,ଦଶରଥ ଦାଶ,ସୁନୀଲ ଗୋୟଲ,ଘନଶ୍ୟାମ ମେହେର,ଦିଲୀପ ଭୋଇ,ଲଳିତ ମଳିକ,ଡିଙ୍ଗର  କୁମ୍ଭାର,ଶଙ୍ଖା ଚନ୍ଦନ,ସୌଦାମିନୀ ବଗର୍ତ୍ତୀ,ଲଳିତା ବାଗ, ଉର୍ବଶୀ

ସାହୁ,ସଂଗୀତା ହରପାଳ,ମଥୁରା କlଳସାଏ,ଆନନ୍ଦିନୀ ବିଶ୍ୱାଳ, ପ୍ରମୁଖ ସହଯୋଗ କରିଥିଲେ l   ପଶ୍ଚିମାଞ୍ଚଲ ବିଜୁଳି ଶ୍ରମିକ ସଂଘ,ବଢ଼େଇ ମିସ୍ତ୍ରୀ ସଂଘ,ହୀରା ଜିଟିଡ଼ି ୱାର୍କର୍ସ ୟୁନିଅନ,ପୋଷ୍ଟାଲ ଏମ୍ପ୍ଲୟୀ ୟୁନିଅନ,ଆଶା କର୍ମୀ ସଂଘ,ସିଟି ଜେନ କମିଟି,ଅଙ୍ଗନୱାଡି କର୍ମଚାରୀ ସଂଘ, ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ,ଉଠା ଦୋକାନୀ ସଂଘ, ଏନ.ଏ.ସି ସଫେଇ କର୍ମଚାରୀ ସଂଘ,ଏବଂ ଅନ୍ୟାନ୍ୟ ସଂଗଠନ ର କର୍ମକର୍ତ୍ତା ସାମିଲ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like