-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ନୂଆପଡ଼ା ରେ ଭାଲୁ ମହାରାଜା ଙ୍କ ଆତଙ୍କ

30-Mar-2022



ନୂଆପଡ଼ା:-ନୂଆପଡା ବ୍ଳକ ଅନ୍ତର୍ଗତ ବଏରଭାଡି ଗ୍ରାମରେ ଏକ ଜଙ୍ଗଲି ଭାଲୁ ଆଜି ସକାଳ ୭ ଘଟିକା ସମୟରେ ଗ୍ରାମ ର ୬୦ବର୍ଷିଆନ ବୃଦ୍ଧା ମଉଲୀ ପାଣ୍ଡେ  ଙ୍କୁ ଲହୁଲୁହାଣ କରିବା ଫଳରେ ଅଞ୍ଚଳରେ ଆତଙ୍କ ର କଳାବାଦଲ ଘୋଟି ଯାଇଛି ।ବୃଦ୍ଧା ଜଣକ ମହୁଲ ଫୁଲ ଗୋଟାଉଥିବା ସମୟରେ ହଠାତ ଭାଲୁ ମହାରାଜା ଆକ୍ରମଣ କରିଥିଲା ।ଘଟଣା ଘଟିଛି ନିଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ମହୁଲ ଗଛ ତଳେ ।ଖବର ପାଇବା ମାତ୍ରେ ଗ୍ରାମର ଲୋକେ ତୁରନ୍ତ ବୃଦ୍ଧା ଙ୍କୁ ଜଙ୍ଗଲ ରୁ ଭାଲୁ ଦାଉରୁ ଉଦ୍ଧାର କରି ଘରକୁ ଆଣିଥିଲେ ।ଖବର ପାଇ ବଏରଭାଡି ସରପଞ୍ଚ ରୋହିତ ରାଉତ ଏବଂ ସମିତି ସଭ୍ୟ

ଚନ୍ଦନ ବଞ୍ଜାରା ବୃଦ୍ଧା ଙ୍କୁ ଏକ ଗାଡ଼ି କରି ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟ କୁ ଚିକିତ୍ସା ପାଇଁ ପଠାଇଥିଲେ ।ମଉଲୀ ଅତି ଗରିବ ଶ୍ରେଣୀୟ ଅଟନ୍ତି । ତାଙ୍କ ଏକମାତ୍ର ପୁଅ ଥିଲା ହେଲେ ବିଡ଼ମ୍ବନାର ବିଷୟ ଏହିକି ଗତବର୍ଷ ସେ କୈାଣସି କାରଣ ରୁ ଆତ୍ମହତ୍ୟା କରିଥିଲା ।ଏ ସମ୍ପର୍କରେ ଖରିଆରରୋଡ ଟେରିଟୋରିଆଲ ରେଞ୍ଜର ଶ୍ରୀମାନ ନିରଞ୍ଜନ ମାଝୀ ଙ୍କୁ ପଚାରିବାରୁ ମଉଲୀ ମାଝୀ ଯଦି ଜଙ୍ଗଲୀ ଭାଲୁ ର ଆକ୍ରମଣ ରେ ଲହୁଲୁହାଣ ହୋଇଛନ୍ତି ତେବେ ନିଶ୍ଚୟ ରୂପେ ସରକାରୀ ସାହାଯ୍ୟ ଯୋଗାଇଦିଆଯିବ ବୋଲି ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like