-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲାରେ ହସ୍ତଶିଳ୍ପ ରଥ ପରିକ୍ରମା ର ଶୁଭାରମ୍ଭ

30-Mar-2022



ବରଗଡ଼:-ବରଗଡ଼ ଜିଲ୍ଲା ସଦର ମହକୁମା ରେ ଅବସ୍ଥିତ ନିଶାମଣୀ ସରକାରୀ ହାଇସ୍କୁଲ ପଡ଼ିଆ(ଲୋକମଣ୍ଡପ) ଠାରେ ଆଗାମୀ ମାର୍ଚ୍ଚ ୩୧ ତାରିଖ ରୁ ଅପ୍ରେଲ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ବିଶାଳ ହସ୍ତଶିଳ୍ପ ପ୍ରଦର୍ଶନୀ-୨୦୨୨ ଉପଲକ୍ଷେ ପ୍ରଦର୍ଶନୀ କମିଟି ର ସଭାପତି ଡାକ୍ତର ସତ୍ୟନାରାୟଣ ସିଂହ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗ ଦେଇ ହସ୍ତଶିଳ୍ପ ରଥ ପରିକ୍ରମା ନିମନ୍ତେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଉକ୍ତ ହସ୍ତଶିଳ୍ପ ରଥ ଦିର୍ଘ ୧୦ ଦିନ ବ୍ୟାପି ଜିଲ୍ଲାର ବିଭିନ୍ନ ଗ୍ରାମର ହସ୍ତଶିଳ୍ପ କାରିଗର ଓ ଜନସାଧାରଣ ଙ୍କ ପାଖରେ ପହଞ୍ଚି କାର୍ଯ୍ୟକ୍ରମ ର ସୂଚନା ପ୍ରଦାନ କରିବ ।ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ, ବିକାଶ ଆୟୁକ୍ତ(ହସ୍ତଶିଳ୍ପ) ବିଭାଗ ସୈାଜନ୍ୟରେ ଅନୁଷ୍ଠିତ ହେବାକୁ ଥିବା ମେଳାରେ ସମସ୍ତ ପରିବାର ର ସଦସ୍ୟ/ସଦସ୍ୟା ବହୁ ସଂଖ୍ୟା ରେ ଯୋଗଦେଇ ବିଭିନ୍ନ ଗୃହ ଉପକରଣ, ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ କ୍ରୟ ବିକ୍ରୟର ସୁଯୋଗ ନେଇ ପାରିବେ । ହସ୍ତଶିଳ୍ପ ପ୍ରଦର୍ଶନୀ ର ପ୍ରଥମ ଦିବସ ରେ ବରଗଡ ଜିଲ୍ଲାପାଳ ମନୀଷ ବାନାର୍ଜୀ ମୁଖ୍ୟଅତିଥି ଭାବେ ଯୋଗଦାନ ଦେଇ ତାଙ୍କ କରକମଳରେ ଶୁଭ-ଉଦଘାଟନ କରିବା ନିମନ୍ତେ ସ୍ଵିକୃତି ପ୍ରଦାନ କରିଛନ୍ତି । ଏଣୁ ବହୁ ସଂଖ୍ୟା ରେ ଜିଲ୍ଲାବାସୀ ଉକ୍ତ ପ୍ରଦର୍ଶନୀରେ ବରଗଡ ଜିଲ୍ଲା ର ମାନବୃଦ୍ଧି କରିବା ସଙ୍ଗେ ସଙ୍ଗେ ମର୍ଯ୍ୟାଦା କୁ ଅକ୍ଷୁର୍ଣ୍ଣ ରଖିବା ନିମନ୍ତେ ଡୋଭ(ଅନଗୁଳ) ର ସମ୍ପାଦକ ଶ୍ରୀମାନ ଅନିଲ କୁମାର ମିଶ୍ର ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like