-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ଶ୍ରେଣୀ କର୍ମଚାରୀ  ବସନ୍ତ ବାଗ ଙ୍କ ସରକାରୀ ଚାକିରୀ ରୁ ଅବସର ଜନିତ ବିଦାୟକାଳୀନ ସମର୍ଦ୍ଧନା

30-Sep-2020




ପଦ୍ମପୁର -30/09-  ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇ ଙ୍କ ଅଧକ୍ଷତାରେ କୋବିଡ଼ ୧୯ ନିୟମ ଅନୁସାରେ ପୁର୍ବକ ବିଦ୍ୟାଳୟ ର ଚତୁର୍ଥ ଶ୍ରେଣୀ କର୍ମଚାରୀ  ବସନ୍ତ ବାଗ ଙ୍କ ସରକାରୀ ଚାକିରୀ ରୁ ଅବସର ଜନିତ ବିଦାୟକାଳୀନ ସମର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟିର ଅଧକ୍ଷା ଶ୍ରୀମତୀ ସରସ୍ୱତୀ ଭୋଇ ,ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବିଶ୍ୱନାଥ ଦାସ  ମଂଚାସୀନ ଥିଲେ । ସ୍କୁଲ ପରିଚାଳନା କମିଟି ସଦସ୍ୟ  ଅଭିମନ୍ୟୁ ପୃଷ୍ଟି ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ  ବୃନ୍ଦାବନ ଦାସ ସମସ୍ତଙ୍କୁ ସ୍ୱାଗତ କରିଥିବା ସଙ୍ଗେ ସଙ୍ଗେ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।ଶିକ୍ଷକ ପ୍ରେମାନନ୍ଦ ବେହେରା ମାନପତ୍ର ପଠନ କରି ଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସେବାଶ୍ରୀ ଭୋଇ ଉପାଢୋକାନ ପ୍ରଦାନ ସଂଗେ ସଂଗେ ପ୍ରୋବିଜିନାଲ ପେନସନ ପେପର  ଅର୍ପଣ କରିଥିଲେ। ବିଦ୍ୟାଳୟ ର ଶିକ୍ଷୟତ୍ରୀ ଜ୍ୟୋସ୍ନାରାଣୀ ସାହୁ,ମିନତୀ ଦାସ,ନିଳିମା ରାଣୀ ମହାନ୍ତି,ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଜୀବନାନନ୍ଦ ସାହୁ, ମାନସ ଶତପଥି, ସୁରେଶ ଚୌହାନ,କାର୍ଯ୍ୟାଳୟ ସହାୟିକା ସୁଷମା ଦାସ,ପ୍ରମୁଖ ବିଦାୟୀ ବସନ୍ତ ବାଗ ଙ୍କ କର୍ମ ମୟ ଜୀବନ ବିଷୟରେ ବକ୍ତବ୍ୟ ରଖି ଥିଲେ।ଦୁଷ୍ମନ୍ତ ଛଟର,ନନ୍ଦିନୀ ବାଗ କାର୍ଯ୍ୟକ୍ରମ ରେ ଵିଶେଷ ସହଯୋଗ କରିଥିଲେ।ଶେଷରେ ହିନ୍ଦୀ ଶିକ୍ଷକ  ସୁରେନ୍ଦ୍ର କୁମାର ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like