-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ପାଇକମାଲ ରେ ବିଜ୍ଞାନ ମେଳା

30-Mar-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ::-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକସ୍ତରୀୟ ବିଜ୍ଞାନ ମେଳା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ବ୍ଲକର ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ନେଇ ଅନୁଷ୍ଠିତ ବିଜ୍ଞାନ ମେଳାକୁ ପାଇକମାଲ ବ୍ଲକ ବିଡିଓ ସୁଶ୍ରୀ ଉପାଞ୍ଜଳି ମାଝୀ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ପ୍ରାୟ ୮୫ଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନେ ପ୍ରଦର୍ଶନ କରିଥିଲେ । ସେଥିରୁ ୬ଟି ପ୍ରକଳ୍ପ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାରେ ଯୋଗଦେବା ପାଇଁ ଯୋଗ୍ୟ ମନୋନୀତ କରାଯାଇଥିଲା । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ପାଇକମାଲ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଭାବନା ସିଂ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପାଇଁ କୃତିତ୍ବ ହାସଲ ନିମନ୍ତେ ତତ୍ପରତା ପ୍ରକାଶ କରିବା ଆବଶ୍ୟକତା ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନୀତଅତିଥି ଭାବେ ପାଇକମାଲ ସରପଞ୍ଚ ଶ୍ରୀମତୀ ତୁଲାବତୀ ତାଣ୍ତି, ପାଇକମାଲ ସମିତିସଭ୍ୟା ଶ୍ରୀମତୀ ନିରୁପମା ନାଗ, ଦ୍ବାଦଶ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଉତ୍ସବର ବୈଠକରେ ପାଇକମାଲ ବ୍ଲକ ଶିକ୍ଷାଧିକାରୀ ଚୁଡାମଣି ବାରିକ ସଭାପତିତ୍ୱ କରିଥିବା ବେଳେ ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ତା ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଜ୍ଞାନ ଶିକ୍ଷୟିତ୍ରୀ ସଙ୍ଗିତା ସାହୁ ସ୍ଵାଗତ ଭାଷଣ ଦେବାସହ ଶିକ୍ଷୟିତ୍ରୀ ଅନିମା ରାଉତ ଓ ରଞ୍ଜିତା ସାହା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like