-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ଖରା ପାଇଁ ଏପ୍ରିଲ ପହିଲାରୁ ସକାଳୁ ସ୍କୁଲ; ସାଢେ ୬ଟାରୁ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢା

31-Mar-2022



ଭୁବନେଶ୍ୱର(ଶୁଭାଶିଷ ନାୟକ) : ଏପ୍ରିଲ୍ ୨ ତାରିଖରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ୍ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ସ୍କୁଲ୍ ଓ ଗଣଶିକ୍ଷା ଏହି ନିଷ୍ପତି ନେଇଥିବା ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ । ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ୍ ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।

 

ରାଜ୍ୟର ୫ଟି ସହରର ତାପମାତ୍ର ୪୧ ଡିଗ୍ରୀ ବା ତା’ଠାରୁ ଅଧିକ ରହିଛି । ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ବେଳେ ଆଗାମୀ ଦୁଇ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍ସିୟସ ପର୍ଯ୍ୟନ୍ତ ବଢ଼ିବ । ଆଉ ତା’ପରେ ବିଶେଷ କିଛି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । 
ସେହିଭଳି ଆଗାମୀ ୩ରୁ ୪ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ସେଲ୍ସିୟସ ଅଧିକ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୋଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like