-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ବାଣିଜ୍ୟ

ଜି-ମେଲ ଆକାଉଣ୍ଟ ବନ୍ଦ କରିପାରେ ଗୁଗଲ୍‌, ୨୦୨୧ ଜୁନ୍‌ ପହିଲାରୁ ବଦଳିଯିବ ଏହି ସବୁ ନିୟମ!!

18-Nov-2020



ନୂଆ ପଲିସି ଆଣିଛି ଗୁଗଲ୍‌। ଏହି ପଲିସି ଅଧିନରେ ଗୁଗଲ୍‌ ଆପଣଙ୍କ ଜିମେଲ୍‌ ଆକାଉଣ୍ଟ ବନ୍ଦ କରିଦେଇପାରେ। ତେବେ ଏଥିରୁ ନିଜର ଜିମେଲ୍‌ ଆକାଉଣ୍ଟକୁ ସୁରକ୍ଷିତ ରଖିବାକୁ ହେଲେ ନୂଆ ନିୟମ ସମ୍ପର୍କରେ ଜାଣିବା ଜରୁରୀ। ନୂଆ ପଲିସି ଅନୁସାରେ ଯଦି ଜଣେ ୟୁଜରଙ୍କ ଜିମେଲ୍‌ ଆକାଉଣ୍ଟ ଦୁଇ ବର୍ଷ ହେଲା ନିଷ୍କ୍ରିୟ ରହିଛି ତେବେ ଏହି ଆକାଉଣ୍ଟରୁ ସମସ୍ତ କଣ୍ଟେଣ୍ଟ ହଟାଇଦେବ ଗୁଗଲ୍‌। କିନ୍ତୁ ୟୁଜର ଚାହିଁଲେ ନିଜର ଆକାଉଣ୍ଟକୁ ବନ୍ଦ ହେବାରୁ ରକ୍ଷା କରିପାରିବେ। କାରଣ ଗୁଗଲ୍‌ କେଣ୍ଟଣ୍ଟ ଡିଲିଟ୍‌ କରିବା ପୂର୍ବରୁ ୟୁଜରଙ୍କୁ ଏନେଇ ସୂଚନା ଦେବ!!ଦୁଇ ବର୍ଷ ପୂରୁଣା କିମ୍ବା ନିଷ୍କ୍ରିୟ ଆକାଉଣ୍ଟ ସବୁ ବନ୍ଦ କରିବ ବୋଲି ଗୁଗ୍‌ଲ୍‌ ପକ୍ଷରୁ ଘୋଷଣା କରାଯାଇଛି। ୨୦୨୧ ଜୁନ ପହିଲାରୁ ଏଭଳି ଏକ ନିୟମ ଲାଗୁ କରିବାକୁ କମ୍ପାନୀ ପକ୍ଷରୁ ଯୋଜନା ହୋଇଥିବା ଜଣାପଡ଼ିଛି। ଏହା ସହ ଯେଉଁ ୟୁଜର ନିଜର ଜିମେଲ୍‌ ଆକାଉଣ୍ଟ ୨ ବର୍ଷ ହେଲା ବ୍ୟବହାର କରିନାହାନ୍ତି ସେମାନେ ୨୦୨୧ ପୂର୍ବରୁ ନିଜର ଜିମେଲ୍‌, ଗୁଗଲ୍‌ ଡ୍ରାଇଭ୍‌ ଓ ଗୁଗଲ୍‌ ଫଟୋ ଫିଚର ଉପଯୋଗ କରନ୍ତୁ ବୋଲି ନିଜର ୟୁଜରଙ୍କୁ କମ୍ପାନୀ ପକ୍ଷରୁ ପରାମର୍ଶ ଦିଆଯାଇଛି!! ନୂଆ ପଲିସି ଅନୁସାରେ ଗୁଗଲ୍‌ ଡ୍ରାଇଭ୍‌ ଓ ଗୁଗଲ୍‌ ଫଟୋରେ ସେଭ୍‌ ପାଇଁ ୟୁଜରଙ୍କୁ ୧୫ ଜିବି ଡାଟା ମାଗଣା ମିଳୁଛି। ଯଦି ୟୁଜର୍ସ ୧୫ ଜିବି ସୀମା ଅତିକ୍ରମ କରୁଛନ୍ତି ତେବେ ସେମାନଙ୍କୁ ଅତିକମ୍‌ରେ ୧୦୦ ଜିବି ଡାଟା ଷ୍ଟୋରେଜ୍‌ ସୁବିଧା ନେବାକୁ ପଡ଼ିବ। ତେବେ ଏଥିପାଇଁ ୟୁଜରଙ୍କୁ ଚାର୍ଜ ଦେବାକୁ ପଡ଼ିବ। ପ୍ରତିମାସରେ ୧୩୦ ଓ ବର୍ଷକୁ ୧୩୦୦ ଟଙ୍କା ଦେବାକୁ ପଡ଼ବ। ୨୦୦ ଜିବି ଷ୍ଟୋରେଜ୍‌ ପାଇଁ ପ୍ରତିମାସ ୨୧୦ ଟଙ୍କା ,  ୨ଟିବି ପାଇଁ ପ୍ରତିମାସ ୬୫୦ ଓ ୧୦ ଟିବି ପାଇଁ ୩,୨୫୦ ଟଙ୍କା ପ୍ରତିମାସ ଦେବାକୁ ପଡ଼ିବ ବୋଲି ଜଣାପଡ଼ିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like