-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସାହାଯ୍ୟ କରିଥିବା ଯୁବକମାନଙ୍କୁ ବୌଦ୍ଧ ଜିଲ୍ଲାପାଳଙ୍କ ୨୦୦୦ ଟଙ୍କା ଲେଖାଏଁ ଚେକ୍ ପ୍ରଦାନ

31-Mar-2022



ବୌଦ୍ଧ(ପ୍ରେରଣ ଖବର) :ରାଜ୍ୟରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗୁଥିବା ବେଳେ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଏବେ "ରକ୍ଷକ' ନାମକ ଏକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି  । ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଥମ ଗୋଟିଏ ଘଣ୍ଟା ଗୁରୁତ୍ଵପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ପ୍ରାଥମିକ ଚିକିତ୍ସା ତୁରନ୍ତ କରାଗଲେ ମୃତ୍ୟୁହାର ଯଥେଷ୍ଟ କମିବାର ସମ୍ଭାବନା ରହିଛି । ତେଣୁ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସାହାଯ୍ୟ କରୁଥିବା ଲୋକଙ୍କ ପାଇଁ ୨୦୦୦  ଟଙ୍କା ପୁରସ୍କାର ରାଶି ଜିଲ୍ଲା ଆଞ୍ଚଳିକ ପରିବହନ ତରଫରୁ। ଦିଆଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟସରକାର । ବୌଦ୍ଧ ଜିଲ୍ଲାରେ ମଧ୍ୟ

ଦିନକୁ ଦିନ ସଡ଼କ ଦୁର୍ଘଟଣା ଘଟିଚାଲିଛି। ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଲୋକଙ୍କୁ ଡାକ୍ତରଖାନାରେ ପହଞ୍ଚାଇଥିବା  ୪ ଜଣ ଯୁବକଙ୍କୁ ଆଜି ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ୨୦୦୦ ଟଙ୍କା ଲେଖାଏଁ ଚେକ୍ ପ୍ରଦାନ କରିଛନ୍ତି । ଚେକ୍ ପ୍ରଦାନ ସମୟରେ ବୌଦ୍ଧ ଆଞ୍ଚଳିକ ପରିବହନ ଅଧିକାରୀ ଅମରେଶ ପାତ୍ର, ଅତିରିକ୍ତ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ସାଲମୁଖ ମୁର୍ମୁ, ସୁରେଶଚନ୍ଦ୍ର ମେହେର ଉପସ୍ଥିତ ଥିଲେ ।  ୪ ଜଣ ଯୁବକ ସୁମନ୍ତ ମେହେର, ବିକାଶ ମହାଲିକ, ରଞ୍ଜନ ନାଏକ, ଅନ୍ତର୍ଯ୍ୟାମୀ କୁମ୍ଭାର ଙ୍କୁ ଜିଲ୍ଲାପାଳ ଭୂରି ଭୂରି ପ୍ରଶଂସା କରିବା ସହିତ ଏଭଳି ମହାନ୍ କାଯ୍ୟ ଜାରିରଖିବା ପାଇଁ ଉପଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like