-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||     

HOME   ଜିଲ୍ଲା

ବର୍ଣ୍ଣାଳି, ବଲାଙ୍ଗିର ର ସାଧାରଣ ପରିଷଦ ବୈଠକ

31-Mar-2022



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲାର ଏକ ଅଗ୍ରଣୀ କଳା ଓ ସାମାଜିକ-ସାଂସ୍କୃତିକ ସଂଗଠନ ‘ବର୍ଣ୍ଣାଳି’ ର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଶ୍ରମିକ ମଙ୍ଗଳ ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରିଥିଲେ ସଭାପତି ପ୍ରଭାକର ମିଶ୍ର, ସଂପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ ସଂପାଦକ ବାସୁଦେବ ମେହରେ ଓ ଆୟ ବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ କୋଷାଧ୍ୟକ୍ଷ ସୁନିଲ ଚନ୍ଦ୍ର ବିଶ୍ୱାଳ । ଆଗାମୀ ମେ ମାସରେ ସଂଗଠନର ବାର୍ଷିକ ଉତ୍ସବ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଉକ୍ତ ଉତ୍ସବରେ ଡ୍ରାମା, ନାଚ, ଗୀତ, ସଂଗୀତ ଓ ଚିତ୍ରକଳା ପ୍ରଦର୍ଶନୀ ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । ଏଥି ପାଇଁ ବିଭିନ୍ନ କମିଟୀ ଯଥା ସଂବର୍ଦ୍ଧନା କମିଟି, ଅର୍ଥ କମିଟି, ସାଂସ୍କୃତିକ କମିଟି, ପରିଚାଳନା କମିଟି ଇତ୍ୟାଦି ଗଠନ କରାଯାଇଛି । ଏହି ବୈଠକରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ମୁଖ୍ୟ ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ, ଉପଦେଷ୍ଟା ବୃନ୍ଦ ଶୁଭ୍ରାଂଶୁ ମିଶ୍ର, ବ୍ରଜ କିଶୋର ପଣ୍ଡା, ମଳୟ ତ୍ରିପାଠୀ, ନିଳାଞ୍ଚଳ ଚିରଗୁନ ଓ ପ୍ରଫୁଲ୍ଲ ମେହେର, ଉପ-ସଭାପତି କପିଳେଶ୍ୱର ଖମାରୀ, ଯୁଗ୍ମ ସଂପାଦକ ଅଶୋକ କୁମାର ଚାନ୍ଦ, ସଭ୍ୟମାନେ ଆର୍ତ୍ତତ୍ରାଣ ବାଗ, ବିକାଶ ଷଡଙ୍ଗୀ, ଅନୁପ କୁମାର ମିଶ୍ର, ପ୍ରଦୀପ କୁମାର ବରାଳ, ସନ୍ତୋଷ କୁମାର ହୋତା, ଚନ୍ଦ୍ରମା ହୋତା ପ୍ରମୁଖ । ଶେଷରେ ଉପଦେଷ୍ଟା ବ୍ରଜ କିଶୋର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026

You Might Also Like