-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||     

HOME   ଜିଲ୍ଲା

୨୬୧ ପରିବାର ଶହେଦିନ ର କାର୍ଯ୍ୟ ସମ୍ପୂର୍ଣ କରିଛନ୍ତି | ଓଡଗାଁ ବ୍ଳକ ସଭାଗୃହ ରେ ଜନଶୁଣାଣୀ ଶିବିର ଅନୁଷ୍ଠିତ

01-Apr-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା: )ଓଡ଼ଗାଁ ବ୍ଲକ ସଭାଗୃହରେ ଗୁରୁବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ସମ୍ପର୍କୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନିରଞ୍ଜନ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲ୍ଲା ସାମାଜିକ ସମୀକ୍ଷା ଅଧିକାରୀ ବିଜୟ ବଳିଆର ସିଂ, ଓଡ଼ଗାଁ ବିଡ଼ିଓ ସ୍ୱାତିଲେଖା ଦାସ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଅରୁନ୍ଧତୀ ପଣ୍ଡା,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଲୋକପାଳ ଗିରିଶ ଚନ୍ଦ୍ର ଦାସ,ଜିଲ୍ଲା ପରିଷଦ ସଭ୍ୟ ସଂଯୁକ୍ତା ପଢ଼ିଆରୀ, ଓଡ଼ଗାଁ ବ୍ଲକ ଉପାଧ୍ୟକ୍ଷା ମୀରା ନାୟକ, ବ୍ଲକ ସାମାଜିକ ସମୀକ୍ଷା ଅଧିକାରୀ ପ୍ରକାଶ ଚନ୍ଦ୍ର ବଳିଆର ସିଂ ପ୍ରମୁଖ ମଞ୍ଚାସିନଥିବାବେଳେ ଏପିଓ ବିଭୁପ୍ରସାଦ ସାଥୁଆ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ଚଳିତ ଆର୍ଥିକ ବର୍ଷରେ ଓଡ଼ଗାଁ ବ୍ଲକରେ ୩୧ହଜାର ୧୭୭ଜଣଙ୍କୁ ଜବ୍ କାର୍ଡ଼ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୧୧ହଜାର ୮୧୯ ଗୋଟି ପରିବାରଙ୍କୁ କାର୍ଯ୍ୟ ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ମାତ୍ର ୨୬୧ଗୋଟି ପରିବାର ଶହେ ଦିନର କାମ ସମ୍ପୂର୍ଣ୍ଣ କରିଛନ୍ତି। ଚଳିତ ଆଥିର୍କ ବର୍ଷରେ ମନରେଗା ବାବଦକୁ ୧୩କୋଟି ୭୫ଲକ୍ଷ ୯୦ହଜାର ଟଙ୍କା ଖର୍ଚ୍ଚ ସରିଥିବା ବେଳେ ସେଥିମଧ୍ୟରୁ ୧୦କୋଟି ୭୪ଲକ୍ଷ ୯୭ହଜାର ଟଙ୍କା ଅଣକୁଶଳୀ କାର୍ଯ୍ୟ ପାଇଁ ପ୍ରଦାନ କରାଯାଇଥିବାବେଳେ ସାମଗ୍ରୀ କିଣା ବାବଦକୁ ୨କୋଟି ୬୨ଲକ୍ଷ ୭୦ହଜାର ଟଙ୍କା ଖର୍ଚ୍ଚ ହୋଇଛି। ମୋଟ ୯୧୯୪ଗୋଟି ପ୍ରକଳ୍ପ କାର୍ଯ୍ୟ କରିବାକୁ ଲକ୍ଷ୍ୟ ଥିବା ବେଳେ ୧୨୭୧ଗୋଟି ପକଳ୍ପ ସଂପୂର୍ଣ୍ଣ ହୋଇଛି। ୧୭ଶହ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ବେଳେ ୩୨୨୩ଗୋଟି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ

ହୋଇନଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଅଛି।ଏହି ଅବସରରେ ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ସାହୁ ଦଳମତ ନିବିର୍ଶେଷରେ ଗାଁ ପୋଖରୀ, ରାସ୍ତାଘାଟ, ଅଙ୍ଗନବାଡି ଗୃହ, ଖେଳପଡିଆ ନିର୍ମାଣ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏଥିପାଇଁ ଗାଁ ଲୋକଙ୍କ ସହ ଉତ୍ତମ ବୁଝାମଣା କରି ପ୍ରଚାର/ପ୍ରସାର ଜରିଆରେ ଲୋକଙ୍କୁ ଅବଗତ କରିବାର ଆବଶ୍ୟକତା ରହିଛି। ଗାଁର ବିକାଶ ହେଲେ ଓଡ଼ଗାଁ ତଥା ନୟାଗଡ଼ ଜିଲ୍ଲା ଏକ ସ୍ବତନ୍ତ୍ର ସ୍ଥାନରେ ପହଞ୍ଚିପାରିବ ବୋଲି କହିଥିଲେ।ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ମୃତ ହିତାଧିକାରୀଙ୍କ ନାମ ବାଦ ଦେବା ଓ ଆଧାର କାର୍ଡ ସଂଯୋଗ ହୋଇନଥିବା ବ୍ୟକ୍ତି କିପରି ଯୋଜନାରୁ ବଞ୍ଚିତ ନହେବେ ସେ ନେଇ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା।ବୈଠକରେ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଗ୍ରାମ ସାଥୀ, ଗ୍ରାମ ସମ୍ବଳ କର୍ମୀ, ଯୋଗାଣ ସହାୟକ, ଖାଦ୍ୟ ସାମଗ୍ରୀ ବଣ୍ଟନକାରୀ ଗୋଷ୍ଠୀର ପ୍ରତିନିଧି ଓ ଶ୍ରମଜୀବୀମାନେ ଜନଶୁଣାଣୀରେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026

You Might Also Like