-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||     

HOME   ଜିଲ୍ଲା

ଆଜି ଓଡ଼ିଆ ଦିବସରେ ହେବ ଓଡ଼ିଆ ଖାଦ୍ୟ ପ୍ରସ୍ତୁତି - କାଫେଟାରୀଆ ପରିଦର୍ଶନରେ ଆସି ଏସ ଏଚ ଜି ମହିଳାଙ୍କୁ ଜ଼ିଲ୍ଲାପାଳଙ୍କ ପରାମର୍ଶ

01-Apr-2022



ସୁବର୍ଣ୍ଣପୁର - ଗତକାଲି ସନ୍ଧ୍ୟାରେ ମହାନଦୀ ଟୋଲ ଗେଟ ନିକଟରେ ଥିବା କାଫେଟାରୀଆ  ସେଣ୍ଟରକୁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଅଚାନକ ପରିଦର୍ଶନରେ ଆସି ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ସବୁକୁ ତଦାରଖ କରି ଥିଲେ l ଆଜି ଓଡ଼ିଆ ଦିବସ ଉପଲକ୍ଷେ ଏହି ସେଣ୍ଟରରେ ଓଡ଼ିଆଙ୍କ ରୁଚି ଖାଦ୍ୟ ପ୍ରସ୍ତୁତି କରିବାକୁ  ସେଣ୍ଟରର କେୟାରଟେକର ମହିଳାଙ୍କ ସହିତ ଆଲୋଚନା କରି  ବିଭିନ୍ନ ପରାମର୍ଶ ଦେଇଥିଲେ l  ଲୋକଙ୍କୁ ସକାଳେ ଦହି ବଡ଼ା, ଚକୁଳି ଏବଂ ସନ୍ଧ୍ୟାରେ ମୁଢି ର ଭେରାଇଟି ସହ ଦହି ପଖାଳ, ଶାଗ, ବଡି ଚୁରା, ଭଜା, ଚୁନା ମାଛ ଭଜା ପ୍ରଭୃତି ଖାଦ୍ୟ ଯୋଗାଇଵା ପାଇଁ ପ୍ରସ୍ତୁତି ଚାଲିଥିବା ବିଷୟ ମୁଣ୍ଡଘାଟର ପ୍ରାକ୍ତନ ସରପଞ୍ଚ ରଂଜିତା ଭୋଇ ପ୍ରକାଶ କରିଛନ୍ତି  l ପ୍ରକାଶ ଯେ ମହିଳାଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବାକୁ ଜ଼ିଲ୍ଲାପାଳ ନର୍ଭଣେ ତାଙ୍କ ଦାଇତ୍ୱ ଆରମ୍ଭରୁ ହିଁ ପ୍ରୟାସ କରି ମହିଳାଙ୍କୁ ପ୍ରୋତ୍ସାହନ ଦେଇ ଆସୁଛନ୍ତି l  ବିଗତ ଫେବୃଆରୀ ମାସରେ ଏହି  କାଫେଟେରିଆ ସେଣ୍ଟରକୁ ଯାଇ  ଜ଼ିଲ୍ଲାପାଳ ନିଜେ ସ୍ୟାଣ୍ଡଉଇଚ ଖାଦ୍ୟ ତିଆରି କରି ସ୍ୱୟଂ ସାହାୟିକା ମହିଳାଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026

You Might Also Like