-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ନିଜସ୍ୱ ଉଦ୍ୟମରେ ଗୋ ଫାର୍ମ କରି ବେଶ ପରିଚିତ ସୁବୋଧ ନାଏକ

18-Nov-2020



କଳାହାଣ୍ଡି / କୋକସରା (ତ୍ରିନାଥ ବେଶ୍ରl)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଭୀମଖୋଜ ପଡ଼ାର ସୁବୋଧ ନାଏକ ନିଜସ୍ୱ ପ୍ରଚେଷ୍ଟାରେ ଗୋ ଫାର୍ମ ଖୋଲି ଭଲ ରୋଜଗାର କରି ବେଶ ପରିଚିତ ଅଞ୍ଚଳରେ । ନିଜେ ସ୍ୱାବଲମ୍ବୀ ହେବାସହ ରୋଜଗାର ଦେଇଛନ୍ତି ଆଉ ଦୁଇ ଜଣ ଯୁବକ କୁ । ସରକାର ଯୁବକ ମାନଙ୍କୁ ଆତ୍ମନିର୍ଭର ହେବା ପାଇଁ ଇଜ ଅଫ ବିଜନେସ , ଷ୍ଟାଟ ଅଫ ଇଣ୍ଡିଆ ଆଦି ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୋତ୍ସାହିତ କରିବା ସହ ବ୍ୟାଙ୍କ ଋଣ ପ୍ରଦାନ କରୁଥିବାବେଳେ ଏହି ଯୁବକଙ୍କୁ ବ୍ୟାଙ୍କ ଋଣ ଦେବାକୁ ମନା କରିଥିଲା । ତଥାପି ନିଜ ପ୍ରଚେଷ୍ଟାରେ ଏକ ଫାର୍ମ ହାଉସ କରି ଗୋପାଲନ କରିବା ସହ ସକ୍ଷମ ହୋଇ ପାରିଛନ୍ତି ।
ଧର୍ମଗଡ଼ ଭୀମଖୋଜପଡା ଘର ଠାରୁ ଦୂର ୧୦କିମି ବୋଡେ଼ନ ରୁ ଘୁମର ଯିବା ରାସ୍ତାରେ ଏକ ଫାର୍ମ ହାଉସ କରିଛନ୍ତି ।ଗୋଟିଏ ଗାଇରୁ ସେ ତାଙ୍କ ବ୍ୟବସାୟ ଆରମ୍ଭ କରିଥିଲେ ଏବେ ସେ ୧୨ଟି ଗାଈ ରଖିଛନ୍ତି ।ଏହି ୧୨ଟି ଗାଈ ରୁ ଉତ୍ପାଦିତ କ୍ଷୀରରେ ଦିନକୁ ପ୍ରାୟ ୧୦କେଜି ପନିର ପ୍ରସ୍ତୁତ କରିଥାନ୍ତି ।ଯାହାର ବଜାର ମୂଲ୍ୟ ୩୦୦୦ଟଙ୍କା। ମାସିକ ସେ ପନିର ବିକ୍ରି କରି ୯୦'୦୦୦ ଟଙ୍କା ପାଇଥାନ୍ତି । ଗାଈ ମାନଙ୍କ ଖାଇବା ବାବଦ ଖର୍ଚ୍ଚ କାଟିବା ପରେ ମାସକୁ ତାଙ୍କ ହାତକୁ ୩୦'୦୦୦ ଟଙ୍କା ଆସିଥାଏ ବୋଲି ସୁବୋଧ କହିଛନ୍ତି ।ଗାଈ ମାନଙ୍କ ପାଇଁ ପାଳନଡ଼ା ସହ ଭେଟନାରୀ ଅଫିସରୁ ଘାସ ମଞ୍ଜି ଆଣି ସେ ଘାସ ଚାଷ କରି ଗାଈମାନଙ୍କୁ ଖାଇବାକୁ ଦେଇଥାନ୍ତି ।ଏହାସହ ଏକ ପୋଖରୀ ଖୋଲି ଆଗକୁ ମାଛ ଚାଷ କରିବା ପାଇଁ ଯୋଜନା କରିଥିବା କହିଛନ୍ତି l
ଯଦି ସରକାର ଙ୍କ ତରଫରୁ କିଛି ସୁବିଧା ସୁଯୋଗ ମିଳିଲେ ଆହୁରି ଅଧିକ ଉତ୍ପାଦନ କରି ପାରିବି ବୋଲି ପ୍ରକାଶ କରିଛନ୍ତି ସୁବୋଧ ନାଏକ ।
ତେଣୁ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ସୁବୋଧଙ୍କ ପ୍ରତି ଦୃଷ୍ଟି ଦେଇ ସୁବିଧା ସହଯୋଗ କରିବା ପାଇଁ  ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like