-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||     

HOME   ଜିଲ୍ଲା

ଉତ୍କଳ ଦିବସରେ ରେଡକ୍ରସ ତରଫରୁ ହାଇଜେନିକ କିଟ୍ ବଣ୍ଟନ

01-Apr-2022



ବଲାଙ୍ଗିର(ପ୍ରେରଣା ଖବର) ଭାରତ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ତରଫରୁ ଉତ୍କଳ ଦିବସ ଅବସରରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ନାରାୟଣ କଲୋନୀ କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ହାଇଜେନିକ୍ କିଟ୍ ବଣ୍ଟନ କରାଯାଇଛି ।  ଯୁବ ରେଡକ୍ରସ ଜିଲ୍ଲା ସଂଯୋଜକ ଡ. ଦୈତ୍ୟାରୀ ପୁଜାରୀଙ୍କ ସଂଯୋଜନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଜରୁରିକାଳୀନ ଅଧିକାରୀ ତଥା ଜିଲ୍ଲା ରେଡକ୍ରସ ସଂପାଦିକା ରୀନା କୁମାରୀ ନାଏକ ଯୋଗ ଦେଇଥିଲେ ।  ସମ୍ମାନିତ ଅତିଥି ଭାବରେ ଯୁବ ରେଡକ୍ରସ ଜିଲ୍ଲା ସଂପାଦକ ମଦନ ମୋହନ ପଧାନ, ଲୋଇସିଂହା ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ସୁନନ୍ଦାରାଣୀ ମହାପାତ୍ର, ଅଙ୍କରିଆପଦର ଉଚ୍ଚ ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନସିଲର ରଶ୍ମିରାଣୀ ଦାଶ ଯୋଗ

ଦେଇଥିଲେ । ଅନ୍ତେବାସୀଙ୍କୁ ଜିଲ୍ଲା ଜରୁରୀକାଳିନ ଅଧିକାରୀ ଶ୍ରୀମତୀ ନାଏକ ବ୍ୟକ୍ତିଗତ ସ୍ୱଚ୍ଛତା ଉପରେ ଗୁରୁତ୍ୱ ସହ କରୋନା ଭୂତାଣୁକୁ ପ୍ରତିହିତ କରିବା ପାଇଁ ମାକ୍ସ ଓ ସେନିଟାଇଜର ବ୍ୟବହାର କରିବା ପାଇଁ ବୁଝାଇଥିଲେ । ଏହି ଅବସରରେ ଅନ୍ତେବାସୀମାନଙ୍କୁ ମାକ୍ସ ଓ ସେନିଟାଇଜର କିଟ୍ ବଣ୍ଟନ କରାଯାଇଥିଲା । ବନ୍ଦେ ଉତ୍କଳ ଜନନୀ ସଂଗୀତ ଅନ୍ତବାସୀମାନଙ୍କ ସହିତ ଗାନ କରାଯାଇ ଉତ୍କଳ ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ରେଡକ୍ରସ କର୍ମୀମାନେ ବୁଝାଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରିକାଳୀନ କାର୍ଯ୍ୟାଳୟର କର୍ମଚାରୀ ଶ୍ରୀନିବାସ ତ୍ରିପାଠୀ, ଇଶାନେଶ୍ୱର ମିଶ୍ର ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026

You Might Also Like