-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||     

HOME   ଜିଲ୍ଲା

ଧର୍ମଗଡ ଠାରେ ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ ।

01-Apr-2022



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା ଧର୍ମଗଡ ଠାରେ ଲୋକ ସୂଚନା ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ୮୭ ତମ  ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି. ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ଉପଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗ ଦେଇଥିବା ବେଳେ ଧର୍ମଗଡ ତହସିଲଦାର ହରେକୃଷ୍ଣ ବରିହା, ସହକାରୀ ଜିଲ୍ଲାପାଳ ଚିନ୍ମୟ କୁମାର ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ଧୀରଜ  କୁମାର ଚୋକଦାର,ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି, ବିଡ଼ିଓ ଶରତ କୁମାର ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଥିଲେ ,ଏହି ଅବସରରେ ମଞ୍ଚାସିନ ଅତିଥି ମାନେ  ନିଜ ନିଜ ବକ୍ତବ୍ୟ ରେ ଓଡ଼ିଶାର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟକୁ ଅକ୍ଷୁର୍ଣ୍ଣ ରଖିବା ଏବଂ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନକରି ସ୍ତୃତି ଚାରଣ କରିଥିଲେ , ପରିଶେଷରେ  ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026

You Might Also Like