-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ୮୭ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ- ଦେଶର ପ୍ରତ୍ୟେକ ସଙ୍କଟ ବେଳେ ପୋଲିସ ସଂଗଠିତ ହୋଇ ଗୁରୁ ଦାଇତ୍ୱ ବହନ କରିଛି:ଏସ ପି

01-Apr-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ପୋଲିସ ପକ୍ଷରୁ ନିଉ ରିଜର୍ଭ ପୋଲିସ ପଡିଆ ଠାରେ ୮୭ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ମୁଖ୍ୟ ଅତିଥି ରୂପେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମ୍ବରେଶ ପଣ୍ଡା ଯୋଗ ଦେଇ ପୋଲିସ ସବୁବେଳେ ଜନତାର ବନ୍ଧୁ ପରି କାର୍ଯ୍ୟ କରି ଆସିଛି l ଲୋକଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛି l ଏବଂ ପ୍ରତ୍ୟକ ସଙ୍କଟ ବେଳେ ପୋଲିସ ସଂଗଠିତ ହୋଇ ଦେଶର

ଗୁରୁ ଦାଇତ୍ୱ ବହନ କରି ଆସିଛି  ବୋଲି କହିଥିଲେ l  ଆରକ୍ଷୀ ଅଧିକ୍ଷକ ଶ୍ରୀ  ପଣ୍ଡା  ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ମହାମହିମ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରିବା ସହିତ ଜିଲ୍ଲାରେ ଥିବା ପୋଲିସ ମାନଙ୍କୁ ଉତ୍ସାହିତ କରିଥିଲେ I ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା  ପୋଲିସ ଉପ ଆରକ୍ଷୀ ନିରୀକ୍ଷକ ପ୍ରଦୀପ ପ୍ରଧାନ, ସହ ଉପ ଆରକ୍ଷୀ ନିରୀକ୍ଷକ ଅରକ୍ଷିତ ମାଝୀ, ଏ ପି ଆର ହାବିଲଦାର ପ୍ରକାଶ ଚନ୍ଦ୍ର ବଡେଇ ଓ ଆର କନେଷ୍ଟବଳ ଦଣ୍ଡବତୀ କାଁଅର, ଟ୍ରାଫିକ କଲେଷ୍ଟବଲ  ସୁନିତା ପାତ୍ର, ରିଜର୍ଭ କନେଷ୍ଟବଳ  ସତ୍ୟ ନାରାୟଣ ବେହେରାଙ୍କୁ  ଏସପି ସମ୍ବର୍ଦ୍ଧିତ କରିଥିଲେ Iଏହି କାର୍ଯ୍ୟକ୍ରମରେ  ନିମନ୍ତ୍ରିତ ଅତିଥି ଭାବେ ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଓ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ, ପିଡି ଡିଆରଡିଏ ଡୋଲାମଣୀ ପଟେଲ, ଉପ ଜ଼ିଲ୍ଲାପାଳଙ୍କ ସମତେ ଜିଲ୍ଲାର ବୁଦ୍ଧିଜୀବୀ, ମିଡ଼ିଆ  ଯୋଗଦେଇ ପୋଲିସଙ୍କୁ ଉତ୍ସାହିତ କରିଥିଲେ l ଏହା ପରେ ପରେ ରିଜର୍ଭ ଅଫିସ ଠାରେ ଏକ ଜିମ ଓ ରକ୍ତ ଦାନ ଶିବିରକୁ

ଅତିଥି ମାନେ ଉଦଘାଟନ କରି 50 ରୁ ଉର୍ଧ୍ଵ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l  ଅତିରିକ୍ତ ଏସପି ହେମନ୍ତ ପାଢ଼ୀ ସମ୍ବର୍ଦ୍ଧନା ସଭା କୁ ପରିଚାଳନା କରିଥିବା ବେଳେ ସର୍ଜନ ବିଶ୍ୱ ନାଥ ଜେନା, , ଆର ଆଇ  ପ୍ରଦ୍ୟୁମ୍ନ କୁମାର ପଟେଲ, କନେଷ୍ଟବଳ ସଂଘ ସଭାପତି କୁମୁଦ ରଞ୍ଜନ  ମେହେର, ସମ୍ପାଦକ ସୁଦାଂସୁ ଶେଖର ମେଣ୍ଡଳୀ, ରକ୍ତ ଦାତା ସଂଘ ରାଜ୍ୟ ସଦସ୍ୟ ମନୋଜ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026

You Might Also Like