-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲ କୋର୍ଟ ରେ ସ୍ପେସିଆଲ ଜୁଡ଼ିସିଆଲ ମାଜିଷ୍ଟ୍ରେଟେ ଶ୍ରୀ ରମେଶ ଚନ୍ଦ୍ର ରାୟଗୁରୁ ଙ୍କୁ ଅବସର କାଳିନ ସମ୍ବର୍ଦ୍ଧନା

01-Apr-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) : ସ୍ଥାନୀୟ ବଲାଙ୍ଗିର ସିଭିଲ କୋର୍ଟ ରେ ସ୍ପେସିଆଲ ଜୁଡ଼ିସିଆଲ ମାଜିଷ୍ଟ୍ରେଟେ ଶ୍ରୀ ରମେଶ ଚନ୍ଦ୍ର ରାୟଗୁରୁ ଙ୍କୁ ଅବସର ଗ୍ରହଣ କରୁଥିବା ପରିପେକ୍ଷୀ ରେ  ବଲାଙ୍ଗିର ଵିଚାର ବିଭାଗୀୟ କର୍ମଚାରୀ ସଂଘ  ସଭାପତି ଶ୍ରୀ ପ୍ରକାଶ କୁମାର ନେପାକ ଙ୍କ ସଭାପତିତ୍ୱ ରେ ଏକ  ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l  ବଲାଙ୍ଗିର ଜିଲ୍ଲା ଦୌରା ଜଜ ଶ୍ରୀ ଲୋକନାଥ ମହାପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଶ୍ରୀ ରାୟଗୁରୁ ଙ୍କୁ ଉପଢୌକନ ଦେଇ ସମ୍ବଦ୍ଧିର୍ତ କରିଥିଲେ l ଉକ୍ତ ସଭାରେ ରେଜିଷ୍ଟ୍ରାର ଶ୍ରୀ ଅମିତ ବାରିକ, ଭିଜିଲାନ୍ସ ଜଜ ଅଜନ୍ତା ଷଢଙ୍ଗୀ ତଥା ସିରସ୍ତାଦର ରାଜେନ୍ଦ୍ର ନାରାୟଣ ଦାସ

ବକ୍ତବ୍ୟ ରଖିଥିଲେ l ଜିଲ୍ଲା ଜଜ ଶ୍ରୀ ମହାପାତ୍ର ସମ୍ବର୍ଦ୍ଧନା ସଭାରେ ଉଦବୋଧନ ଦେଇଥିଲେ l ଏହି  ସଭାରେ ବିଦାୟ ଗ୍ରହଣ କରିଥିବା ଶ୍ରୀ ରାୟଗୁରୁ  ନିଜର ଅନୁଭୂତି ପ୍ରକାଶ କରିବା ସହ ବଲାଙ୍ଗିର ଜଜ ସିପ ର ସମସ୍ତଙ୍କ ସହଯୋଗ ପାଇଁ  କୃତଜ୍ଞତା ଜ୍ଞାପନ କରିଥିଲେ l  ସମ୍ପାଦକ ଆଶିଷ ଥାନାପତି, ଯୁଗ୍ମ ସମ୍ପାଦକ ଶ୍ରଦ୍ଧାଞ୍ଜଳି ମେହେର ଓ  କୋଷାଧ୍ୟକ୍ଷ ଆକାଶ ତ୍ରିପାଠି ଙ୍କ  ସଂଯୋଜନା ରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ସଭାରେ ସମସ୍ତ ବିଚାର ବିଭାଗୀୟ ଅଧିକାରୀ ତଥା ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ବରିଷ୍ଠ ସହକାରୀ ଜ୍ୟୋତି ବେଜ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like