-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ତ୍ରୟମାସିକ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

02-Apr-2022



ବୌଦ୍ଧ (ପ୍ରେରଣା ଖବର) ::ବ୍ଲକସ୍ତରୀୟ  ଶିଶୁ  ପାଇଁ ଦିନଟିଏ   ସ୍ଥାନୀୟ  ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି  ।  କଣ୍ଟାମାଳ   ଗୋଷ୍ଠୀ  ଉନ୍ନୟନ  ଅଧିକାରୀ  କଳାକୃଷ୍ଣ  ପ୍ରଧାନ  ଙ୍କ ଅଧ୍ୟକ୍ଷତାରେ  ଉକ୍ତ  କାର୍ଯ୍ୟକ୍ରମଟି   ଅନୁଷ୍ଠିତ  ହୋଇଯାଇଛି ।ଏହି ବୈଠକରେ  କଣ୍ଟାମାଳ  ବ୍ଲକର ସମସ୍ତ  ସୁପରଭାଇଜର  ଯୋଗ ଦେଇଥିବା ବେଳେ  ଶ୍ରୀମତୀ  ଜ୍ଯୋସ୍ନାରାଣୀ ପାଢୀ ଶିଶୁ  ବିକାଶ  ପ୍ରକଳ୍ପ  ଅଧିକାରୀ  ବୈଠକର  ସଂଯୋଜନା  କରି ନିଜ  ମତ ପ୍ରକାଶ କରିଥିଲେ ।ଏହି ଅବସରରେ  ବ୍ଲକ୍ ସ୍ତରୀୟ  ଶିଶୁ  ସୁରକ୍ଷା ର ଅନ୍ୟ  ସଦସ୍ୟ /ସଦସ୍ଯା  ଯଥା  ଶ୍ରୀ  ଦୁର୍ଗାଚରଣ  ପ୍ରଧାନ ABEO,ଡାକ୍ତର  ନିକହତ ମୌମିନ,ଏକ୍ସନଏଡ୍ ଜିଲ୍ଲା  ସଂଯୋଜକ  ପ୍ରବିଜ୍ଞା  ଦାସ   ଜିଲ୍ଲା  ଶିଶୁ  ସୁରକ୍ଷା  ୟୁନିଟ ର ଶ୍ରୀ  ରାଜେନ୍ଦ୍ର  ମଲିକ Rare ରୁ ସୋମନାଥ  ସାହୁ  ,ମିଶନଶକ୍ତି ରୁ ବିଶ୍ଵ  ଭୁଷଣ କଅଁର, ପୋଲିସ  ବିଭାଗରୁ ପୁଷ୍ପାଞ୍ଜଳୀ  ମିଶ୍ର ଏବଂ  ଆଇନଜୀବୀ ପ୍ରତାପ  ଚନ୍ଦ୍ର  ସାହୁ  ,ସରପଞ୍ଚ  ଶ୍ରୀ  ସାର୍ଦୁଳ ନାଗ ଯୋଗ ଦେଇ  ନିଜ ନିଜର  ମତ ରଖିଥିଲେ  ।ଏହି ଅବସରରେ  ଆଗାମୀ ଦିନରେ  ବ୍ଲକ୍ରେ ଯେପରି  ବାଲ୍ୟ ବିବାହ ମୁକ୍ତ , ଶିଶୁ  ଚାଲାଣ  ଶିଶୁ  ଶ୍ରମିକ  ମୁକ୍ତ  ହୋଇ  ପାରିବ  ଏକ ଯୋଜନା ପ୍ରସ୍ତୁତ  କରାଯାଇ  ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like