-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||     

HOME   ଜିଲ୍ଲା

ପିଇବା ପାଣି ସମସ୍ୟାର ସମାଧାନ ପାଇଁ ଦାବିପତ୍ର

02-Apr-2022



ପଦ୍ମପୁର:-ଆଜି ତା ୨/୪/୨୦୨୨ ରିଖରେ ପଦ୍ମପୁର N.A.C ସାଂସଦ ପ୍ରତିନିଧି ତଥା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର କାଉନସିଲର ଚିନ୍ମୟ କୁମାର ପଣ୍ଡା ଙ୍କ ନେତୃତ୍ବରେ ବିଜେପିର ଏକ ପ୍ରତନିଧି ଦଳ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛି ।ପଦ୍ମପୁର ସହରରେ ପିଇବା ପାଣିର ସମସ୍ୟା ଦୀର୍ଘ ଦିନରୁ ରହିଆସିଛି, ସମୟ ସମୟରେ ବିଭିନ୍ନ ପଡ଼ାବାସୀ ବାରମ୍ବାର ଆନ୍ଦୋଳନ କରୁଥିବା ସତ୍ତ୍ବେ କିଛି ସୁଫଳ ମିଳୁନାହିଁ ।ପଦ୍ମପୁର ସହରର ମେହେର ପଡ଼ା, କୁମ୍ଭାରପଡ଼ା, କଣ୍ଟାପଡ଼ା ରେ ପାନୀୟ ଜଳର ସମସ୍ୟା ସାଂଘାତିକ ଅଟେ । ଏ ଅଞ୍ଚଳର ଲୋକମାନେ ପ୍ରାୟ ଏକ କିଲୋମିଟର ଦୂର ପ୍ରାଇଭେଟ ବସଷ୍ଟାଣ୍ଡ କୁ ପିଇବା ପାଣି ଆଣିବା ପାଇଁ ଯାଇଥାନ୍ତି । ସେଠୁ  ପାଣି ଆଣିଲେ ଯାଇ ଘର ମାନଙ୍କରେ ରୋଷେଇ ହୋଇଥାଏ । ଗ୍ରୀଷ୍ମମାସ ଆରମ୍ଭ ହେଲାଣି ତେଣୁ ଆଗକୁ ପରିସ୍ଥିତି ଆହୁରି ଜଟିଳ ହେବାକୁ ଯାଉଛି । ଏ ସମସ୍ୟାର ସମାଧାନ ପାଇଁ ଆଜି ବିଜେପି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଆଗାମୀ ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ଉଦ୍ୟମ ନହେଲେ ଆଗାମୀ ୧୦ ତାରିଖରୁ ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳପାଇଁ ଧାରଣାରେ ବସିବା ପାଇଁ ଚେତାବନୀ ଦିଆଯାଇଛି । ପ୍ରତିନିଧି ଦଳରେ ଶ୍ରୀଯୁକ୍ତ ଚିନ୍ମୟ କୁମାର ପଣ୍ଡା ଙ୍କ ସମେତ କାଉନସିଲର ଶ୍ରୀମତୀ ପ୍ରମିଳା ମେହେର, ଆଇନଜୀବୀ ଆଦିତ୍ୟ କୁମାର ରଥ, ପ୍ରମୋଦ କୁମାର ମେହେର,କେତନ ମେହେର,କ୍ଷୀରୋଦ୍ର ରଣା, ଅର୍ଜୁନ ରଣା,ସେବକ ମେହେର, ପାଣ୍ଡବ ମେହେର ପ୍ରମୁଖ ସାମୀଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026

You Might Also Like