-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ମନ୍ଦିର ପରିବାର ପକ୍ଷରୁ ନବବର୍ଷ ପାଳନ।

02-Apr-2022



ନର୍ଲା (ସଞ୍ଜିବ ଦାସ) ନର୍ଲା ପଞ୍ଚାୟତ ସମିତି ଅନ୍ତର୍ଗତ ରୁପ୍ରାରୋଡ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିବାର ପକ୍ଷରୁ ହିନ୍ଦୁ ନବବର୍ଷ ପାଳନ ହୋଇଛି। ଭାରତୀୟ ପ୍ରାଚୀନ ସଂସ୍କୃତି ଅନୁସାରେ ଚୈତ୍ର ଶୁକ୍ଳ ପ୍ରତିପଦା ହେଉଛି ଭାରତୀୟ ନବବର୍ଷ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଦ୍ୟାଳୟର ନୂତନ ପରିଚାଳନା ସଭାପତି ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଘନଶ୍ୟାମ ଭୋଇ ମା ସରସ୍ବତୀଙ୍କ ଫଟୋ ନିକଟରେ ଦୀପ ପ୍ରଜ୍ବଳନ କରି ସଂଘ ସଂସ୍ଥାପକ ଡ. କେଶବ ବଲିରାମ ହେଡଗେୱ।ର ଓ ଶ୍ରୀ ଗୁରୁଜୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ଦାଶରଥି ପଣ୍ଡା ରୀତି, ନୀତି ଓ ଲୈ।କିକତା ଦୃଷ୍ଟିରୁ ନବବର୍ଷ ପାଳନ ଉପରେ ଆଲୋକପାତ କରିଥିଲେ। ଉପସ୍ଥିତ ଶିଶୁ ଭାଇଭଉଣୀ ଓ ଗୁରୁଜୀ ଗୁରୁମାଙ୍କୁ ନୂତନ ପରିଚାଳନା କମିଟିର ସମ୍ପାଦକ ସଞ୍ଜିବ କୁମାର ଦାସ ହିନ୍ଦୁ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟ ଅତିଥି ଶ୍ରୀ ଭୋଇ ଶିଶୁଙ୍କୁ ନବ ବର୍ଷରେ ନୂଆ ସଂକଳ୍ପ ଓ ଭଲ ଅଭ୍ୟାସର ଗୁରୁମନ୍ତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଗୁରୁଜୀ ପବିତ୍ର ମୋହନ ଛୁରିଆ ଅତିଥି ପରିଚୟ ଓ ବରିଷ୍ଠ ଗୁରୁଜୀ ଜୟଶଙ୍କର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ସହଯୋଗ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ସ୍ଥଳରେ ଶତାଧିକ ଶିଶୁ ଭାଇଭଉଣୀ ଉପସ୍ଥିତ ଥିଲେ। ସେହିପରି କେସିଙ୍ଗା ସଂକୁଳ ଅନ୍ତର୍ଗତ ସମସ୍ତ ଶିଶୁ ବିଦ୍ୟା ମନ୍ଦିର ଗୁଡିକରେ ନବବର୍ଷ ଦିନ ଟିକୁ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like