-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ଉତ୍କଳ ଦିବସ ଏବଂ ବରଗଡ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ

02-Apr-2022



ବରଗଡ଼:-ବରଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଙ୍କ ସଭାପତିତ୍ବରେ ଓଡ଼ିଶା ଦିବସ ତଥା ବରଗଡ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।ଏ ଅବସରରେ ବରଗଡ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ ମୁଖ୍ୟ ଅତିଥି,ଡ. ଶୁକମୁନି ମେହେର (ପ୍ରଧ୍ୟାପକ ସ୍ନାତକୋତ୍ତର ଓଡ଼ିଆ ବିଭାଗ ସମ୍ବଲପୁର ବିଶ୍ବବିଦ୍ୟାଳୟ) ମୁଖ୍ୟବକ୍ତା ଭାବେ ଯୋଗଦେଇ ଓଡ଼ିଶା ବରପୁତ୍ର ମାନଙ୍କ ଫଟୋ ଚିତ୍ର ରେ ମାଲ୍ୟାର୍ପଣ ସହିତ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ ।ଡ. ମେହେର ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ପଣ୍ଡିତ ଗୋପବନ୍ଧୁ, ଉତ୍କଳ ଗୌରବ ମଧୁସୂଦନ ଦାସ,କବି ଗଙ୍ଗାଧର ମେହେରଙ୍କ ସ୍ମୃତି ଚାରଣ କରିବା ସହିତ ସଂକୀର୍ଣ୍ଣ ଭାବଧାରାରୁ ଉର୍ଦ୍ଧ ରେ ରହି ଭାଷା ଓ ଓଡ଼ିଆ ଜାତିର ଉନ୍ନତି ସକାଶେ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟଅତିଥି ଶ୍ରୀମତୀ ଭୋଇ, ଯେକୋୖଣସି ଭାଷା ରେ ଶିକ୍ଷା ଗ୍ରହଣ କରିଥିଲେ ମଧ୍ୟ ନିଜ ମାତୃଭାଷାକୁ ଭଲ ପାଇବା ଓ ଆମେ ଓଡ଼ିଆ ବୋଲି ଗର୍ବ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଆମରାଜ୍ୟ ଓଡିଶା,ଆମ ଜିଲ୍ଲାକୁ ଶିକ୍ଷା, ସ୍ୱାସ୍ଥ୍ୟ, ସାହିତ୍ୟ, ସଂସ୍କୃତି ପ୍ରତ୍ୟେକ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢି ତୋଳିବା ପାଇଁ ପ୍ରେରଣା ପ୍ରଦାନ କରିଥିଲେ । ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ "ବନ୍ଦେ ଉତ୍କଳ ଜନନୀ","ଜୟ ତୁ ଉତ୍କଳ ଲକ୍ଷ୍ମୀ" ଗାନ କରିଥିବାବେଳେ, ସୈାଖିନ ରଙ୍ଗମଞ୍ଚର ଛାତ୍ରମାନେ "ପୂଣ୍ୟ ମାଟି ମୋ ବରଗଡ" ସଂଗୀତ ଗାନ କରିଥିଲେ ।ଏ ପବିତ୍ର ଦିବସ ଉପଲକ୍ଷେ ଆୟୋଜିତ ଓଡ଼ିଆ ବକୃତା ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପୁରସ୍କୃତ କରିଥିଲେ । ରାଜ୍ୟ ସଂଗୀତ ନାଟକ ଏକାଡେମୀ ଏବଂ ଜିଲ୍ଲା ସଂସ୍କୃତି ପରିଷଦ ର ମିଳିତ ଆନୁକୁଲ୍ୟରେ ସଂଯୋଜକ ନବ ମହତ୍ତମ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶ୍ରୀମତୀ ସଂଘମିତ୍ରା ମିଶ୍ର ଙ୍କ ସଂଯୋଜନା ବନ୍ଦେ ଉତ୍କଳ ଜନନୀ ଦେଶାତ୍ମବୋଧକ ସଙ୍ଗୀତ କାର୍ଯ୍ୟକ୍ରମ ପରିବେଷତ ହୋଇଥିଲା । ଶେଷରେ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ଵାରା ସମ୍ବଲପୁରୀ ନୃତ୍ୟ, ବଉଲ୍ ଝୁପା ସାଂସ୍କୃତିକ ଅନୁଷ୍ଠାନ ଙ୍କ ଦ୍ଵାରା ଜାଇଫୁଲ ଏବଂ କୁରେଫୁଲ୍ ସାଂସ୍କୃତିକ ଅନୁଷ୍ଠାନ ଙ୍କ ଦ୍ଵାରା ପଞ୍ଚ୍'ରସୀ ନୃତ୍ୟ ପରିବେଷଣ ହୋଇଥିଲା ।ସକାଳେ ଜିଲ୍ଲାପାଳ ଓ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ଦ୍ୱାରା ଓଡ଼ିଶା ର ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା । ଅପରାହ୍ନରେ ବରଗଡ ପୈାର ପରିଷଦ ଅଧିନରେ ଥିବା କାଳୀୟଦଳନ ଓ ଶହିଦ ବୀର ସୁରେନ୍ଦ୍ର ସାଏ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ଫୁଡ କୋର୍ଟ ଉଦଘାଟନ ହୋଇଥିଲା । ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ବରଗଡ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମିର୍ଦ୍ଧା ଟପ୍ପୋ, ଉପଜିଲ୍ଲାପାଳ ଶ୍ରୀଯୁକ୍ତ  ଶୁଭେନ୍ଦୁ କୁମାର ସାମଲ ଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବରିଷ୍ଠ ବୁଦ୍ଧିଜୀବୀମାନେ ଯୋଗଦେଇଥିଲେ ବୋଲି ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ କଲ୍ୟାଣୀ ଦାଶ ଙ୍କ ଠାରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like