-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
18-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) - ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ଯରେ ନୂଆ ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୨ ଓ ଲୋକାଲ କଣ୍ଟାକ୍ଟ ୩୬୬। ରାଜ୍ଯରେ ଏଯାବତ୍ ୩,୧୦,୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୦,୪୭୪ ଜଣ ଆକ୍ରାନ୍ତ ଆରୋଗ୍ଯ ଲାଭ କରିଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*