-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ସ୍ୱପରାୟଣତା ଦିବସ ପାଳିତ

02-Apr-2022



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ସ୍ଥିତଏସ୍‌ବି ନିରତାଲ ତତ୍ତ୍ୱାବଧାନରେ ଚାଳିତ ସିଆରସି-ଏସ୍‌ଆରଇ -  ପୂର୍ନବାସ କେନ୍ଦ୍ର ଠାରେ ସ୍ୱପରାୟଣ (ଅର୍ଟିଜମ) ସଚେତନତା ଦିବସ ପାଳିତ ହୋଇଯାଇଛି । ସିଆରସି-ଏସ୍‌ଆରଇ ବଲାଙ୍ଗିର ର ନିର୍ଦ୍ଦେଶକ ସୂର୍ଯ୍ୟମଣୀ ପ୍ରସାଦଙ୍କ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଶିଶୁ ରୋଗ ବିଶେଷଜ୍ଞ ଡା. ସରୋଜ କୁମାର ତିହାଡି ଓ ଡା. ପୁଷ୍ପରଂଜନ ମିଶ୍ର ଯୋଗଦାନ ଦେଇଥିଲେ । ଅନ୍ୟାନ୍ୟ ଅତିଥିବୃନ୍ଦ ଭାବରେ  ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ, ଯୁବ ରେଡକ୍ରସ ସଂଯୋଜକ ଡ. ଦୈତାରୀ ପୁଜାରି ଯୋଗଦାନ ଦେଇଥିଲେ । କୁତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ବିଶେଷଜ୍ଞ ସୁରେନ୍ଦ୍ର ଭୋଇ ଅତିଥି ପରିଚୟ ପ୍ରଦାନ କରିଥିଲେ । ସ୍ୱପରାୟଣର ରୋଗ ର କାରଣ, ଲକ୍ଷଣ ଓ ପ୍ରତିକାର ସମ୍ବନ୍ଧରେ ଅତିଥିମାନେ ମତବ୍ୟକ୍ତ ରଖିଥିଲେ । ଶିଶୁମାନଙ୍କର ସ୍ୱପରାୟଣ ସମସ୍ୟା ସମାଧାନର ବିଭିନ୍ନ ଦିଗ ବିଷୟରେ ଆଲୋଚନା କରିବା ସହ ଅଭିଭାବକମାନଙ୍କୁ ଉଦ୍‌ବୋଧନ ସମୟରେ ଶିଶୁ ଠାରୁ ମୋବାଇଲ ଓ ଦୂରଦର୍ଶନ ଠାରୁ ଦୂରେଇ ରଖିବା ପାଇଁ ଗୁରୁତ୍ୱ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ସିଆରସି-ଏସ୍‌ଆରଇ କର୍ମଚାରୀ ସ୍ୱତନ୍ତ୍ର ଶିକ୍ଷାଦାତ୍ରୀ ଡା. ମିନତିରାଣୀ ମହାପାତ୍ର,  ବାବୁଲା ସୁନା, ଆର୍ତ୍ତତ୍ରାଣ ପଟେଲ, ଗୀତାଞ୍ଜଳି ନାଏକ, ସୌମ୍ୟରଂଜନ ମିଶ୍ର, ଠାକୁର ଜଗଦିଶ ସିଂହ, ସଂଗୀତା ରାଉତ, ରିଙ୍କୁ ବାରିକ ପ୍ରମୁଖ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଆକ୍ୟୁପ୍ରସର ଥେରାପିଷ୍ଟ ରଞ୍ଜିତା ପଣ୍ଡା ଓ ଫିଜିଓଥରାପିଷ୍ଟ ସୁରଜ କୁମାର ବଡଜେନା ପରିଚାଳନା କରିଥିବା ବେଳେ ପୁର୍ନବାସ ଅଧିକାରୀ ସୌମ୍ୟ ଶେଖର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026

You Might Also Like