-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||     

HOME   ଜିଲ୍ଲା

ପ୍ରେସ କ୍ଲବ ପକ୍ଷରୁ ନିଶୁଲ୍କ ଚକ୍ଷୁ ଚିକିତ୍ସା ଶିବିର

02-Apr-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି ହରିଭବନ ଠାରେ ପ୍ରେସ କ୍ଲବ ପକ୍ଷରୁ ନିଶୁଲ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଂଟାବାଞ୍ଜି ଏନଏସି ଅଧ୍ୟକ୍ଷ ବରିୟାମ ସିଂ ସାଲୁଜା ଯୋଗ ଦେଇ ଶିବିରର ଉଦଘାଟନ କରିଥିଲେ । ସମ୍ମାନିୟ ଅତିଥି ଭାବେ ଶିଶୁ ରୋଗ ବିଶେଷଙ୍କ ଡାକ୍ତର ଜୌତିପ୍ରକାଶ ରାମ , ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା , କାର୍ଯ୍ୟକରି ସଭାପତି ସୁରଦାସ ବାଗ, ସମ୍ପାଦକ ସୁବ୍ରତ ମହାକୁଡ, ଏସ.ସି.ଡି ଚକ୍ଷୁ ଚିକିତ୍ସାଳୟ ଟିଟିଲାଗଡ ଟେକନିସିଆନ ପ୍ରାଣରଞ୍ଜନ ସାଗର ପ୍ରମୁଖ  ମଂଚାସୀନ ରହିଥିଲେ । କଂଟାବାଞ୍ଜି ତଥା ଆଖପାଖ ଗାଁରୁ ପ୍ରାୟ ୨୯୦ ରୁ ଅଧିକ ଲୋକ ଚିକିତ୍ସିତ ହୋଇଥିବା ବେଳେ ପାଖପାଖି ୧୧୫ ରୋଗୀ ମୋତିଆ ବିନ୍ଦୁ ଅସ୍ତ୍ରୋପ୍ରଚାର ପାଇଁ ଚିହ୍ନଟ ହୋଇଥିଲେ । ମୋତିଆ ବିନ୍ଦୁ  ଅସ୍ତ୍ରୋପ୍ରଚାର ଚିହ୍ନଟ ରୋଗୀଙ୍କୁ ଏସ.ସି.ଡି ଚକ୍ଷୁ ଚିକିତ୍ସାଳୟ ଟିଟିଲାଗଡରେ ନ୍ନିଶୁଳ୍କ ଅସ୍ତ୍ରୋପ୍ରଚାର କରାଯିବ । ପ୍ରେସ କ୍ଲବର ଏଭଲି ସମାଜସେବା କାମ ଏବଂ ବିଶେଷ କରି ଚକ୍ଷୁ ଚିକିତ୍ସା ଶିବିର ପାଇଁ ଏନଏସି ଅଧ୍ୟକ୍ଷ ଧନ୍ୟବାଦ ଜଣାଇଥିଲେ । ଆଗକୁ ଏଭଲି କାମ ଜାରି ରହୁ ବୋଲି ଶୁଭେଚ୍ଛା ମଧ୍ୟ ଦେଇଥିଲେ ।  ଏହି ଶିବିରକୁ ସଫଳ କରିବାକୁ ବିଶେଷ ସହଯୋଗ ଭାବେ ଉପସଭାପତି ମନୋଜ ଶର୍ମା , ପରାମର୍ଶଦାତା ଆନନ୍ଦ ମୋଟେ , ଦୂର୍ଗାପ୍ରସାଦ ଗୁପ୍ତା , ବିକାଶ ମିତ୍ତଲ, ସଦସ୍ୟ ଯୁଗଲ କିଶୋର ଶବର , ରୋହନ ମହତ , ବିସିକେଶନ ମାଝୀ , ଏସ.ସି.ଡି ଚକ୍ଷୁ ଚିକିତ୍ସାଳୟ ଟିଟିଲାଗଡର ସୁଶୀଲ କୁମାର ନାଗ , ରଶମୂତ ତାଣ୍ଡି , ନର୍ସ ସୁରତି ହରପାଳ , କରଣ କୁମାର ଭୋଇ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ପରାମର୍ଶଦାତା ଆଶିଷ ଖଇତାନ । ପ୍ରେସ କ୍ଲବ ଗଠନ ହେବା ଦିନରୁ ଜନମଙ୍ଗଳ କାମ କରୁଥିବା ବେଳେ ଚଳିତ ବର୍ଷ ଏହା ତୃତୀୟ ଶିବିର ଯେଉ ଶିବିରରେ ପ୍ରାୟ ୧ ହଜାରରୁ ଅଧିକ ଲୋକ ବର୍ତମାନ ପର୍ଯ୍ୟନ୍ତ ଲାଭ ଉଠାଇଥିବା ଯୋଗୁ ସହରବାସୀ, ବିଭିନ୍ନ ସଂଗଠନ ସାଧୁବାଦ ଜଣାଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026

You Might Also Like