-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||     

HOME   ଜିଲ୍ଲା

ସେବାରେ ଲାଗିଲା ଶବ ସଂରକ୍ଷଣ ଫ୍ରିଜର

03-Apr-2022



ପୁରୀ(ସମୀର ରଞ୍ଜନ ନାୟକ): ସ୍ଵର୍ଗଦ୍ଵାର ସେବା ସମିତି ତରଫରୁ ଶବ ସଂରକ୍ଷଣ ଫ୍ରିଜର ସେବା ଗତକାଲି ଓଡିଶା ଦିବସ ଅବସରରେ ଲୋକାର୍ପିତ ହୋଇଛି । ଲୋକାର୍ପଣର  ଦ୍ବିତୀୟ ଦିନରୁ ହିଁ ଏହାର ଲାଭ ପୁରୀ ସହରବାସୀ ନେବା ଆରମ୍ଭ କରିଛନ୍ତି । ସୂଚନା ଯୋଗ୍ୟ  ପୁରୀ ରେଡକ୍ରସ ରୋଡ ନିବାସୀ ଲୀଳା ଶର୍ମା ନିଜର ସ୍ୱର୍ଗତ ଶାଶୁଙ୍କ ଶବ ସଂରକ୍ଷଣ ପାଇଁ ଏହି ସୁବିଧା ନେବା ପାଇଁ ସ୍ଵର୍ଗଦ୍ଵାର ସେବା କେନ୍ଦ୍ର ସହିତ ଯୋଗ ଯୋଗ କରି ଥିଲେ ।ସ୍ଵର୍ଗଦ୍ଵାର ସେବା କେନ୍ଦ୍ର ତରଫରୁ ତାଙ୍କୁ ତୁରନ୍ତ ଏହି ସେବା ଯୋଗାଇ ଦିଆଯାଇଛି । ଉଲ୍ଲେଖ ଯୋଗ୍ୟ ଯେ ଏହା ଏକ ପ୍ରି ପେଡ୍ ସେବା ବ୍ୟବସ୍ଥା ଏବଂ ଯଦି କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟେ ସଂପୃକ୍ତ ପରିବାର ସଦସ୍ୟ ଦୂରଦୂରାନ୍ତରରୁ ଆସିବାକୁ ବିଳମ୍ବ ହୁଏ ତେବେ ଘରେ ଶବକୁ ସଂରକ୍ଷଣ କରି ରଖିବା କଷ୍ଟ ସାଧ୍ୟ ଅଟେ ଏବଂ ତେଣୁ ଏହି ଅସୁବିଧା ଦୂର କରିବା ପାଇଁ ଏହି ଶବ ସଂରକ୍ଷଣ ଫ୍ରିଜର ପ୍ରିପେଡ୍ ମାଧ୍ୟମରେ ସ୍ୱର୍ଗ ଦ୍ଵାର ତରଫରୁ ଯୋଗାଇ ଦିଆଯାଉଛି  । କୌଣସି ବ୍ୟକ୍ତି ଚାହିଁଲେ ୨୪ଘଣ୍ଟାକୁ ଏକ ହଜାର ଟଙ୍କା ଦେଇ ଏହାର ସୁବିଧା ପାଇ ପାରିବେ ଏଥି ସହିତ ମୃତ ବ୍ୟକ୍ତିଙ୍କ ଶବ ସ୍ଵର୍ଗଦ୍ଵାରକୁ ଆଣିବା ପାଇଁ ସ୍ଵର୍ଗଦ୍ଵାର ସେବା ସମିତି ତରଫରୁ ସ୍ଵର୍ଗ ରଥର ମଧ୍ୟ ବ୍ୟବସ୍ଥା ରହିଛି । ପୁରୀ ମ୍ୟୁନିସିାଲିଟି ପରିସୀମା ମଧ୍ୟରେ ସ୍ବର୍ଗରଥ ସେବା ନିମନ୍ତେ  ୭୫୦ ଟଙ୍କା ଓ ପୁରୀ ପୌରାଞ୍ଚଳ ଠାରୁ ୧୦ କିମି ମଧ୍ୟରେ ୧୨୦୦ ଟଙ୍କା ଦେଇ ଏହାର ସୁବିଧା  ନେଇ ହେବ । ଏଥିନିମନ୍ତେ ସ୍ଵର୍ଗଦ୍ଵାର ସେବା କେନ୍ଦ୍ର ଟେଲିଫୋନ ନଂ ୦୬୭୫୨ ୨୯୧୨୯୧ ସହ ଯୋଗାଯୋଗ କରିପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026

You Might Also Like