-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ନବୀନ ସରକାରଙ୍କ ସ୍କୁଲ ବନ୍ଦ ନିଷ୍ପତିକୁ କଡ଼ା କଡ଼ି ବିରୋଧ ,ଓ ଶୀଘ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଦାବିପତ୍ର ପ୍ରଦାନ

18-Nov-2020



ବଲାଙ୍ଗୀର, (ବିନୋଦ ଦୀପ) :  ଓଡ଼ିଶା ଅଶାୟୀ କନିଷ୍ଠ ଶିକ୍ଷକ ସଙ୍ଘ ନବୀନ ସରକାରଙ୍କ  ସ୍କୁଲ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି  ବଲାଙ୍ଗୀର ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟlଲୟ  ସମ୍ମୁଖରେ ବିଶାଳ ଗଣଧାରଣlରେ  ଶହ ଶହ ସି.ଟି, ବି.ଇ.ଡି ତାଲିମପ୍ରାପ୍ତ ଯୁବକ, ଯୁବତୀ ,  l  ଗୋଟିଏ ପଟେ ଶିକ୍ଷିତ ପ୍ରବାସୀ ଓଡ଼ିଆ ଶ୍ରମିକ ଦାଦନ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗି ରହିଛି  l ଏହି ପରିସ୍ଥିତିରେ ନବୀନ ସରକାରକେତେକ ପ୍ରାଥମିକ ସ୍କୁଲ ବନ୍ଦ କରିବାର ହୀନ ରାଜନୀତିକୁ ବିରୋଧ କରି ଆଜି ଏକ ବିଶାଳ  ରେଲି ଦେଖିବାକୁ ମିଳିଛି,  ପ୍ରକାଶଥାଉକି କରୋନା ମହାମୁକାବିଲା ପାଇଁ ଓଡିଶା ସରକାର ଦୁଇ ବର୍ଷ ପର୍ଯ୍ୟନ୍ତ କୌଣସି ସରକାରୀ ଚାକିରୀ ବାହାର ନ କରିବାକୁ ନିଷ୍ପତ୍ତି ନେଇ ଥିବା ବେଳେ , ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ   ସାରା ଓଡ଼ିଶାରେ ୭୭୩ଟି ଶିକ୍ଷକ ପଦବୀ ଓ ବଲାଙ୍ଗୀର ଜିଲ୍ଲାର ଆଦର୍ଶ ବିଦ୍ୟାଳୟ ପାଇଁ ୭ଟି କିରାଣୀ ପାଇଁ ନିଯୁକ୍ତି ବିଜ୍ଞାପନ ପ୍ରକାଶିତ କରିଛନ୍ତି l କିନ୍ତୁ , ଏହି ପରି ପେକ୍ଷିରେ ଆଶାୟୀ  ସି.ଟି, ତାଲିମପ୍ରାପ୍ତ କନିଷ୍ଠ ଶିକ୍ଷକ ଦୁଇ ବର୍ଷ ପର୍ଯ୍ୟନ୍ତ ସରକାରୀ ଚାକିରୀ ପାଇବା ପାଇଁ ବଞ୍ଚିତ ରହୁଛନ୍ତି,   ସରକାରଙ୍କ  ଏହିପରି ନିଷ୍ପତ୍ତିକୁ ଆଶାୟୀ କନିଷ୍ଠ  ସଙ୍ଘ କଡା କଡ଼ି ଭାବରେ ନିନ୍ଦା କରିଛନ୍ତି,  l   ଆଉ ଦୁଇ ବର୍ଷ ମଧ୍ୟରେ ଯଦି ଶିକ୍ଷା ସହାୟକ ଓ ହାଇ ସ୍କୁଲ  ଶିକ୍ଷକ ନିଯୁକ୍ତି ପ୍ରଦାନ ନକଲେ ଶହ ଶହ ସି.ଟି, ବି.ଇ.ଡି ତାଲିମପ୍ରାପ୍ତ  ଯୁବକ ଯୁବତୀ ଏହି ଦୁଇ ବର୍ଷ ମଧ୍ୟରେ ନିଜର ବୟସ ଉର୍ଦ୍ଧ୍ବ ହେତୁ ଉତ୍କଟ ବେକାରୀ ସମସ୍ୟା ଦେଖା ଯିବା ସହିତ ତାଙ୍କରି ଭବିଷ୍ୟତ ଅନ୍ଧକାର ଆଗକୁ  ଗତି କରିବ  l   ନବୀନ ସରକାର ସାରା ଭାରତରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲାଉ ଥିବା ବେଳେ କୋମଳମତି ଛାତ୍ରଛାତ୍ରୀ ଓ ସି.ଟି, ବି. ଇ.ଡି ତାଲିମ ପ୍ରାପ୍ତ  ଯୁବ ସମାଜର ଭବିଷ୍ୟତ  ସହିତ ଖେଳିବାକୁ ଅପସନ୍ଦ ଓ ଏହିପରି ରାଜନୀତିକୁ ଘୋର  ନିନ୍ଦାକରିବା ସହିତ  ଓଡିଶା ଆଶାୟୀ କନିଷ୍ଠ ସଙ୍ଘ  ଓଡିଶା ସରକlରଙ୍କୁ  ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ  ଶୀଘ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ  ଦାବିପତ୍ର ପ୍ରଦାନ  କରିଅଛନ୍ତି  l


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like