-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ଦ୍ୱାରା ଯମୁନା ବାହାଲରୁ ଉଦ୍ଧାର ହେଲା ପାୟଲ

03-Apr-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)-ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ନିର୍ଦ୍ଦେଶ କ୍ରମେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିରର ସାମାଜିକ କର୍ମୀ ଅରୁଣ କୁମାର ଖୁଆସ ଓ ସେବିକା ଆହ୍ଲାଦିନୀ ସେଠ୍ ଯମୁନାବାହାଲ ଯାଇ ଉଚ୍ଚ କ୍ଷମତା ସଂପନ୍ନ ବିଦ୍ୟୁତ ସସ୍ପର୍ଶରେ ଆସି ଅଣ୍ଟାରୁ ତଳକୁ ଉଭୟ ଗୋଡ, ବାମହାତର କହୁଣି ତଳକୁ ଓ ଡାହାଣ ହାତ ବାହୁ ତଳକୁ ୨୦୧୫ ମସିହାରେ ରାୟପୁରରେ ହରାଇଥିବା ଝିଅ ପାୟଲ ନାଗ (୧୪) ଙ୍କ ଉଦ୍ଧାର କରି ବଲାଙ୍ଗିର କୁ ଆଣିଥିଲେ । ପରେ ଶିଶୁ ମଙ୍ଗଳ ସମିତିରେ ତାର ଯତ୍ନ ଓ ସୁରକ୍ଷାର ବିଚାର ନିମନ୍ତେ ହାଜର କରା୍‌ାଇ, ପାର୍ବତୀଗିରି ବାଳ ନିକେତନ, ପଥରଚେପା ଠାରେ ତଇଥାନ ପାଇଁ ବର୍ତ୍ତମାନ ଅବସ୍ଥାପିତ କରାଯାଇଛନ୍ତି । ଏଠାରେ ପ୍ରକାଶ ଯୋଗ୍ୟ ଯେ, ପାୟଲର ଚିକିତ୍ସା ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଗଡି ଯୋଗେ ୨୦୧୫ ରେ ଓଲଟୁର, କଟକ ଓ ୨୦୨୦ ମସିହାରେ ଡିସିପୟୁର ସମାଜିକ କର୍ମୀଙ୍କ ଦାୟିତ୍ୱ ଓ ସୁରକ୍ଷାରେ ଗୋଡରେ କୃତ୍ରିମ ଅଙ୍ଗ ଖଞ୍ଜାଯିବାର ବ୍ୟବସ୍ଥା ଜିଲ୍ଲା ପ୍ରଶାସନ ତରଫରୁ ସଫଳ ଭାବେ କରାଯାଇଥିଲା । ଚିକିତ୍ସା ତଥା ଆନୁସଙ୍ଗିକ ଖର୍ଚ୍ଚ ପାଇଁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଶିଶୁର ପିତା ବିଜୟ କୁମାର ନାଗ ଙ୍କୁ ୩୦,୦୦୦/- ଆର୍ଥିକ ସହାୟତା, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏକ ଲକ୍ଷ ଟଙ୍କା, ବିଜୁ ପକ୍କା ଘର, ଝିଅକୁ ମଧୁବାବୁ ପେନସନ ଯୋଜନାରେ ସହାୟତା, ହ୍ୱିଲ ଚେୟାର ଆଦି ବ୍ୟବସ୍ଥା କରାଯାଇସାରିଛି । ଶିଶୁକୁ ସ୍ୱତନ୍ତ୍ର ଭାବେ ସ୍ୱାସ୍ଥ୍ୟ କ୍ୟାଣ ଯୋଜନା ରେ ମଧ୍ୟ ଅନ୍ତଭୁକ୍ତ କରାଯାଇଛି । ଏମ୍‌.ଏନ୍‌.ଇ.ଜି.ଆର.ଏସ୍ ରେ ଅନ୍ତର୍ଭୁକ୍ତ କରାଯାଇଛି । ଆଜିର ଯମୁନା ବାହାଲ ଉଦ୍ଧାର କାର୍ଯ୍ୟକ୍ରମରେ ମୁରିବାହାଲ ଜିପିଇଓ ସ୍ଥାନୀୟ ଅଙ୍ଗନୱାଡି କର୍ମୀ ବିଜୟ ଲକ୍ଷ୍ମୀ ଖମାରୀ, ପୂଜା ନାଗ, ଆଶା କର୍ମୀ ଜାନକୀ କୁମ୍ଭାର ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like