-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ଦୀପାଙ୍କ ପ୍ରୟାସରେ ଆନ୍ଧ୍ରପ୍ରଦେଶରୁ ଉଦ୍ଧାର ହେଲେ ଶତାଧିକ ପ୍ରବାସୀ ଶ୍ରମିକ

03-Apr-2022



ପଦ୍ମପୁର:-ଓଡ଼ିଶାର ୪ ଟି ଜିଲ୍ଲାର ପାଖାପାଖି ୧୦୦ ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶ ରାଜ୍ୟ ଅନ୍ତର୍ଗତ ତିରୁପତି ଜିଲ୍ଲାର ଏକ ଇଟାଭାଟିକୁ କାମ କରିଯାଇ ନିର୍ଯାତନାର ଶିକାର ହେଉଥିଲେ ଯାହାଙ୍କୁ ସ୍ୱେଚ୍ଛାସେବୀ ଦୀପା ବାରିକଙ୍କ ଉଦ୍ୟମ କ୍ରମେ ଉଦ୍ଧାର କରାଯାଇଛି । ସେମାନେ ବର୍ତ୍ତମାନ ଟ୍ରେନ ଯୋଗେ ଓଡ଼ିଶା ଫେରୁଥିବା ସୂଚନା ମିଳିଛି ।ଏଠାରେ ସୂଚନାଯୋଗ୍ୟ ଯେ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ପୁଟୁକିଡୁଙ୍ଗୁରୀ ଗ୍ରାମର କିଛି ପ୍ରବାସୀ ଶ୍ରମିକ ଆନ୍ଧ୍ରପ୍ରଦେଶ ରାଜ୍ୟକୁ ଇଟାଭାଟିରେ କାମ କରିବା ପାଇଁ ଯାଇଥିଲେ ।ତାଙ୍କ ସହ ପଡ଼ୋଶୀ ଜିଲ୍ଲା ନୂଆପଡା ଏବଂ ବଲାଙ୍ଗୀର ର ମଧ୍ୟ କିଛି ଶ୍ରମିକ ଥିଲେ ।ସେଠାରେ ଇଟାଭାଟି ମାଲିକ କିଛିଦିନ ଭଲଭାବରେ କାମ କରେଇବା ପରେ ଅକଥନୀୟ ଅତ୍ୟାଚାର କରିବା ଆରମ୍ଭ କରିଦେଇଥିଲେ ।ସେମାନେ ଜଣେ ସ୍ୱେଚ୍ଛାସେବୀଙ୍କ ମାଧ୍ୟମରେ ଦୀପା ବାରିକଙ୍କୁ ଯୋଗାଯୋଗ କରିଥିଲେ ।ଦୀପା ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆନ୍ଧ୍ରପ୍ରଦେଶ ପୋଲିସଙ୍କୁ ଟ୍ୱିଟର ମାଧ୍ୟମରେ ଯୋଗାଯୋଗ କରିଥିଲେ,ସେମାନେ ତତ୍ପରତା ସହ ତିରୁପତି ପୋଲିସ କୁ

ସହାୟତା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏହାଛଡ଼ା ଓଡ଼ିଶା ଶ୍ରମ ବିଭାଗ କମିଶନର ଥିରୁମାଲା ନାଏକ ମଧ୍ୟ ତିରୁପତି ପୋଲିସ ଏବଂ ଶ୍ରମ ବିଭାଗ ସହ ଯୋଗାଯୋଗ ସାଧନ କରି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଜଣେଇଥିଲେ । ଶନିବାର ଦିନ ସ୍ଥାନୀୟ ପୋଲିସ ବିଭାଗ ଏବଂ ଶ୍ରମ ବିଭାଗର କର୍ମଚାରୀ ମାନେ ଘଟଣାସ୍ଥଳକୁ ଯାଇ ଶ୍ରମିକ ମାନଙ୍କ ଦୁଃଖ ବୁଝିଥିଲେ ।ସେମାନେ ଘରକୁ ପ୍ରତ୍ୟାବର୍ତ୍ତନ କରିବା ପାଇଁ ଇଚ୍ଛା କରିଥିବାରୁ ସ୍ଥାନୀୟ ପୋଲିସ ଉକ୍ତ ଶତାଧିକ ପ୍ରବାସୀ ଶ୍ରମିକଙ୍କ ପାଇଁ ଟିକେଟ ବ୍ୟବସ୍ଥା କରି ଟ୍ରେନ ଯୋଗେ ପଠେଇଛନ୍ତି । ଦୀପାଙ୍କ ଏହି ପ୍ରୟାସକୁ ଶ୍ରମିକ ମାନେ ଉଚ୍ଚ ପ୍ରଶଂସା କରିବା ସହ ଆଶୀର୍ବାଦ ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like