-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||     

HOME   ଜିଲ୍ଲା

ରିଷିଡା ଜେ କେ ଜୁନିଅର କଲେଜ ରେ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ .....

05-Apr-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲା କ ର୍ଲା ମୁଣ୍ଡା ବ୍ଲକ ରିଷିଡା ସ୍ଥିତ  ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ରେ ଓଡିଶା ସରକାର ଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ  ଉଚ୍ଚ ମାଧ୍ୟ୍ୟମିକ ନିର୍ଦେଶାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ଅଷ୍ଟଦିବସିୟ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର  ସୋମବାର ଉଦଯାପିତ ହୋଇଯାଇଛି lଏଥିରେ  ଜୁନିଅର କଲେଜ ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଯାପନୀ ସଭାରେ ସ୍ଥାନୀୟ ତହସିଲଦାର  ବାସନ୍ତୀ ସେଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଛାତ୍ରୀ ମାନେ ଆତ୍ମବିଶ୍ୱାସ ବୃଦ୍ଧି ପୂର୍ବକ ନିଜର ସୁରକ୍ଷା ସହ ସମାଜ ର ସର୍ବାଙ୍ଗୀନ ବିକାଶ ଦିଗରେ କାମ କରିବା ପାଇଁ   ଆହ୍ୱାନ ଦେଇଥିଲେ l ତାଲିମ ଶିବିର ସଂଯୋଜକ ଅଧ୍ୟାପକ ହେମନ୍ତ ଚୌଧୁରୀ ସ୍ୱାଗତ ଭାଷଣ ଦେବା ସହ ପ୍ରଶିକ୍ଷଣ ଶିବିର  ର ବିବରଣୀ  ଉପସ୍ଥାପନ କରିଥିଲେ ଓ  ଅଧ୍ୟାପକ ଗିରିରାଜ ଗହିର ଧନ୍ୟବାଦ ଦେଇଥିଲେ l ପ୍ରାଧ୍ୟାପକ ଦିଲୀପ ଦାସ, ଅଧ୍ୟାପକ ନୀଳାମ୍ବର ପାତ୍ର ଓ଼ ମୁଖ୍ୟ ପ୍ରଶିକ୍ଷିକା ଜୟନ୍ତୀ ଭୋଇ lପ୍ରମୁଖ ମଂଚାସୀନ ଥିଲେ  l ଛାତ୍ରୀ ମାନେ ଶିବିରର  ଅନୁଭୂତି  ବର୍ଣନା ସହ ବିଭିନ୍ନ ଆତ୍ମ -ସୁରକ୍ଷା କୌଶଳ ପ୍ରଦର୍ଶନ କରିଥିଲେ l ଏହି ଅବସରରେ ଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର  ଓ ପ୍ରଶିକ୍ଷିକା ଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା l ଗ୍ରନ୍ଥପାଳ ଚିନ୍ମୟ ରଣା,ପି. ଇ. ଟି. ଲଳିତ  ଦାସ,   ଡି.ଇ. ଓ. ସୌମ୍ୟରଞ୍ଜନ ତ୍ରିପାଠୀ,କିରାଣୀ ଚନ୍ଦନ ରଣା, କର୍ମଚାରୀ ଜଗଦୀଶ ଭୋଇ, ନାରାୟଣ ଗହିର, ଯୋଗେନ୍ଦ୍ର ବେହେରା, ପାଣ୍ଡଵ ହରିଜନ ଓ କଳ୍ପନା ରଣା ପ୍ରମୁଖ ସହଯୋଗ  କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026

You Might Also Like