-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ପୁନିତ ସାଗର ମହା ଅଭିଯାନ ରେ ସାମିଲ ହେଲେ ସୋନପୁର କଲେଜ ଏନ ସି ସି ବିଦ୍ୟାର୍ଥୀ ଓ ସ୍ବେଛାସେବୀ

05-Apr-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ଜାତୀୟ ପୁନିତ ସାଗର ଅଭିଯାନ ଉପଲକ୍ଷେ  ସୁବର୍ଣ୍ଣପୁର ଜିଲ୍ଲାର  ତ୍ରିବେଣୀ ସଙ୍ଗମ ରେ ଥିବା ବହୁ ପୁରାତନ ଶୈବ ପୀଠ ଶ୍ରୀ ରାମେଶ୍ବର ମନ୍ଦିର  ପ୍ରାଙ୍ଗଣ, ଗାଧୁଆ ଘାଟ ତଥା ପର୍ଯ୍ୟଟନ କୁ ଆକର୍ଷିତ କରୁଥିବା ବେଢ଼ା, ଶ୍ମଶାନ ରାସ୍ତା ପ୍ରମୁଖ ସଫା କରାଯାଇଛି । ଏହି ଜଳ ଉତ୍ସ ତଥା ସମଗ୍ର ପରିବେଶ ର ସୁରକ୍ଷା ପୁନିତ ସାଗର ଅଭିଯାନ ରେ  ରାମେଶ୍ୱର ନଦୀକୂଳ ଠାରେ ଏକଜୁଟ ହେଲେ ଶତାଧିକ ଛାତ୍ର ଛାତ୍ରୀ l ସୋନପୁର କଲେଜ ଏନ ସି ସି  କେଡେଡ଼ ଙ୍କ ସମେତ ମହାରାଜା ହାଇସ୍କୁଲ ର  କିଛି  କେଡେଟ ଓ ସ୍ୱଚ୍ଛ  ଭାରତ ର କିଛି ସ୍ବେଛାସେବୀ ଏଥିରେ ସାମିଲ ଥିଲେ l ଏ ଅଭିଯାନ କୁ ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ  ଶୁଭାରମ୍ଭ କରି ସ୍ୱଛତା ଯେଉଁଠି ଭଗବାନ ସେଇଠି ବାସ କରନ୍ତି ବୋଲି ମତ ରଖି ପରିବେଶ କୁ ଉପଭୋଗ କରିବା ଠାରୁ ଅଧିକ ଉପଯୋଗ କରିବା ଜରୁରୀ ବୋଲି କହିଥିଲେ l ବାୟୁ,ଅଗ୍ନି,ଆକାଶ ପରି ସମଗ୍ର ପଞ୍ଚଭୁତ କୁ ଶୁଦ୍ଧ ରଖିବା ଓ ଏକ ସୁସ୍ଥ ସମାଜ ପାଇଁ  ଗାଁ ଗାଁ ରେ ଏ ସଚେତନତା ବାର୍ତ୍ତା ପହଞ୍ଚାଇବାକୁ ହେବ l କିନ୍ତୁ ଏଥିପାଇଁ ପ୍ରଶାସନ, ସ୍ବେଛାସେବୀ ଅନୁଷ୍ଠାନ ଓ ଜନ ସାଧାରଣ ଙ୍କଦୃଢ଼ ଇଚ୍ଛା ଶକ୍ତି  ଓ ମିଳିତ ପ୍ରୟାସ ଜରୁରୀ ବୋଲି ଶ୍ରୀ ଦାଶ କହିଥିଲେ l ସାରା ଦେଶରେ ଦିନକୁ ଦିନ ଜଳ ପ୍ରଦୂଷଣ  ଓ ପ୍ଲାଷ୍ଟିକ ର  ବ୍ୟବହାର ବଢୁ ଥିବାରୁ ଏହାକୁ ନିୟନ୍ତ୍ରଣ ଏବଂ ଦେଶ ରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏନ ସି ସି ଗୃହ ବିଭାଗ ଡାଇରେକ୍ଟର ଜେନେରାଲ ଙ୍କ ନିର୍ଦ୍ଧେଶ ରେ ଏ ମହତ୍ କାର୍ଯ୍ୟ ଆଜି ସାରା ଦେଶ ର ନଦୀ ଓ ସମୁଦ୍ର କୁଳ  ମାନଙ୍କ ରେ ଚାଲିଛି ବୋଲି  କମାଣ୍ଡିଂ ଅଫିସର ରଂଜନ ଚକ୍ରବର୍ତ୍ତୀ କହିଛନ୍ତି । ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ପୌର ଅଧ୍ୟକ୍ଷ ପ୍ରକାଶ ସାହୁ, ଡାକ୍ତର ଆବାସ ବାବୁ, ପୋଲିସ ଆର ଆଇ ପ୍ରଦ୍ୟୁମ୍ନ କୁମାର ପଟେଲ ଯୋଗ ଦେଇ ଛାତ୍ର ଛାତ୍ରୀ, ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l ଏନସିସି  ଲେଫ୍ଟନେଣ୍ଟ ଆଶିଷ ଅଗ୍ରୱାଲ ଏ ସଭା କୁ ସଂଯୋଜନା କରି ଅତିଥି ଙ୍କୁ ସମ୍ବର୍ଦ୍ଧିତ କରି ଥିବା ବେଳେ ସ୍ୱଚ୍ଛ ଭାରତ  କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l  ରକ୍ତ ଦାତା ସଂଘ ର ଉଦ୍ୟୋକ୍ତl ମନୋଜ ପଣ୍ଡା,  ମହାରାଜl ହାଇସ୍କୁଲ ଏନ ସି ସି ଶିକ୍ଷକ ଆଶିଷ ରଥ, ସ୍ୱଚ୍ଛ ଭାରତ ବରିଷ୍ଠ ସଭ୍ୟ ଗରିବ ଲୋଇ, ପ୍ରମୋଦ ସାହୁ, ଓ ନାରାୟଣ ରଥ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like