-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳିରେ ବୋଟିଂପ୍ରକଲ୍ପ,ଶ୍ରେୟ କାହାର ବିଜେଡିର ନାଁ କଂଗ୍ରେସର ଚାପରେ ଅଧିକାରୀଗଣ..

06-Apr-2022




ବଲାଙ୍ଗୀର,୬ା୪-ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଭୀମଡୁଙ୍ଗୁରୀକୁ ଏକ ପର୍ଯ୍ୟଟନସ୍ଥଳିର ମାନ୍ୟତା ମିଳିଛି ଓ ଏହାର ବିକାଶ କାମ ଆଗେଇଚାଲିଛି । ଏଠାରେ ଥିବା ଭୀମକଟାରେ ବନବିଭାଗ ତରଫରୁ ପର୍ଯ୍ୟଟକଙ୍କ ସୁବିଧା ପାଇଁ ବୋଟିଂ ବ୍ୟବସ୍ଥା କରାଯାଇଛି । ତେବେ ଗତ ଦେଢମାସ ହେଲା ଏହି ପ୍ରକଲ୍ପର କାମ ସରିଥିଲେ ହେଁ ଉଦଘାଟନ ହୋଇପାରୁନଥିଲା । ନିର୍ବାଚନ ପାଇଁ ଥିବା କଟଜଣା ପାଇଁ ଏହାର ଉଦଘାଟନ ହୋଇପାରିନଥିବା ଜଣାଯାଇଛି । ତେବେ ଗତକିଛି ଦିନ ତଳେ ନିର୍ବାଚନ ସରୁ ସରୁ ଏହି ପ୍ରକଲ୍ପରୁ ଫାଇଦା ନେବାକୁ ବିଜେଡିଦଳ କସରତ ଆରମ୍ଭ କରିଥିଲା । ରାଜ୍ୟର ନବୀନ ସରକାର ଅନୁଦାନ ଦେଇଥିବା କହି ବିଜେଡିର ବରିଷ୍ଠନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅନଙ୍ଗଉଦୟ ସିଂଦେଓ,ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ଉପସ୍ଥିତିରେ ୧୩ନମ୍ବର ଜୋନର ଜିଲ୍ଲାପରିଷଦ ସଭ୍ୟା ସୁମତି ସେଠ ଓ ମକୁନ୍ଦପୁର ସମିତିସଭ୍ୟ ଅଭିମନ୍ୟୁ

ମାଝୀ ନଡିଆବାଡେଇ ଏହାର ଉଦଘାଟନ କରିଥିଲେ । ଲକ୍ଷ୍ମଣ ମେହେରଙ୍କ ସାଙ୍ଗରେ ଡଙ୍ଗାରେ ଅନଙ୍ଗଉଦୟ ସିଂଦେଓ ବସିଥିବା ଫଟୋ ସୋସିଆଲ ମିଡିଆରେ ବୁଲୁଥିଲା । ତେବେ ଏହିଦିନ ଜଙ୍ଗଲବିଭାଗର ଜଣେ ଫରେଷ୍ଟଗାର୍ଡ ଉପସ୍ଥିତ ଥିବା ବେଳେ ଅନ୍ୟକୌଣସି ଅଧିକାରୀ ଉପସ୍ଥିତ ନଥିଲେ । ଏହାସହିତ ବୋଟଗୁଡିକରେ ଲାଗିଥିବା ତାଲା ମଧ୍ୟ ପଡିଥିଲା । ଏହାର ପରଦିନ ବୋଟଗୁଡିକୁ ଖୋଲାଯିବା ବଦଳରେ ଏଠାରେ କଣ୍ଟାବାଡ ଦେଇ ଅବରୋଧ କରାଯାଇ ରଖାଯାଇଥିଲା । କୁଆଡେ ବିଧାୟକ ନରସିଂହଙ୍କ ଚାପରେ ଏଭଳି କରାଯାଇଥିବା କୁହାଯାଉଛି । ଏବେ ସେହି ପ୍ରକଲ୍ପକୁ ନରସିଂହ ଆଉଥରେ ଉଦଘାଟନ କରିଛନ୍ତି । ଆଜି ଏହି ଉଦଘାଟନୀ ପାଇଁ ଜଙ୍ଗଲବିଭାଗ ଉଦଘାଟନୀ ଫଳକ ମଧ୍ୟ ଲଗାଇଥିଲା । ଆଜି ବିଧାୟକ ନରସିଂହ ମିଶ୍ର ବଲାଙ୍ଗୀର ଡିଏଫଓ ନୀତିଶକୁମାର ଙ୍କ ଉପସ୍ଥିତିରେ ଏହାକୁ ଉଦଘାଟନ କରିଥିଲେ । ଏହା ସହିତ ବୋଟରେ ବସି ବିଧାୟକ ଶ୍ରୀ ମିଶ୍ରଙ୍କ ସହିତ ଡିଏଫଓ ନିତିଶକୁମାର,କଂଗ୍ରେସ ସେବାଦଳର ମୁଖ୍ୟ ଅସିତ ମିଶ୍ର ଓ ସୁରୁ ମଟାରୀ ଶୁଭାରମ୍ଭ କରିଥିଲେ । ଅନ୍ୟ କୌଣସି ସ୍ଥାନୀୟ ନିର୍ବାଚିତ ପ୍ରତିନିଧି ନଥିବା ଦେଖାଯାଇଥିଲା । ଫଳରେ ଭୀମଡୁଙ୍ଗୁରୀର ଏହି ବୋଟିଂ ପ୍ରକଲ୍ପ ଉଦଘାଟନକୁ ନେଇ ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି । ଏହି ପ୍ରକଲ୍ପର ଶ୍ରେୟ ନେବ କିଏ? ନବୀନ ସରକାର ଅମଳରେ ହେଉଥିବା ପ୍ରକଲ୍ପର ଫାଇଦା ବିଜେଡିଦଳ ନେବ ନାଁ କଂଗ୍ରେସଦଳର ବିଧାୟକ ଥିବା ନରସିଂହ ନେବେ ?ପୂର୍ବରୁ ଅନେକଗୁଡିଏ ପ୍ରକଲ୍ପର ଫାଇଦା କଂଗ୍ରେସଦଳ ନେଇଛି । ପ୍ରଶାସନିକ ଅଧିକାରୀମାନଙ୍କୁ ଚାପଗ୍ରସ୍ତ କରାଯାଉଥିବା ମଧ୍ୟ ଆଲୋଚନା ହେଉଛି । ଅନେକ ସମୟରେ ବଲାଙ୍ଗୀର ବିକାଶକୁ ନେଇ ଅନେକ ବିତର୍କ ହେଉଛି । ରାସ୍ତାଘାଟ ଓ ଅନ୍ୟାନ୍ୟ ଉନ୍ନୟନ ପ୍ରକଲ୍ପ ସବୁ ନରସିଂହ ମିଶ୍ର କରାଉଥିବା କଂଗ୍ରେସଦଳର କର୍ମି କହୁଛନ୍ତି । କିନ୍ତୁ ନବିଣ ସରକାରରେ ମୁଖ୍ୟମନ୍ତ୍ରୀ ନବୀନ ହିଁ ବିକାଶପ୍ରକଲ୍ପ କରାଉଥିବା ବିଜେଡିକର୍ମି କହୁଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like