-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||     

HOME   ଜିଲ୍ଲା

ଆଜି ବଲାଙ୍ଗିର ଜିଲ୍ଳାରୁ ମୋଟ୍ 36 କରୋନା ଆକ୍ରନ୍ତ- ବଲାଙ୍ଗିର ପୌରାଞ୍ଚଳରୁ 6 ଓ ଟିଟିଲାଗଡ ପୌରାଞ୍ଚଳରୁ 6 ଚିହ୍ନଟ

18-Nov-2020



ବଲାଙ୍ଗିର (ପ୍ରେରଣା ଖବର) - ଆଜି ବଲାଙ୍ଗିର ସହରରେ ମୋଟ୍ 36 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି
ବନଗିର ପୌରାଞ୍ଚଳର ୱାର୍ଡ ନମ୍ବର 5 ରୁ 1 ଜଣ,  ୱାର୍ଡ ନମ୍ବର 18 ରୁ 4 ଜଣ ଓ  ୱାର୍ଡ ନମ୍ବର 21 ରୁ 1 ଜଣ ଚିହ୍ନଟ ହୋଇଛନ୍ତି l ସେହିପରି ବଙ୍ଗୋମୁଣ୍ଡା ବ୍ଲକ ର ଝରିଆଲ ଓ   ଚୁଲି ଫୁଙ୍କା ଗାଁ ରୁ 1 ଜଣ ତଥା ତୁରେକେଲା ରୁ 2 ଜଣ କରୋନା ସଂକ୍ରମିତ କୁ ଚିହ୍ନଟ କରାଯାଇଛି l ଟିଟିଲାଗଡ ପୌରାଞ୍ଚଳର  ୱାର୍ଡ ନମ୍ବର 1 ରୁ 1 ଜଣ,  ୱାର୍ଡ ନମ୍ବର 3 ରୁ 1 ଜଣ,  ୱାର୍ଡ ନମ୍ବର 7 ରୁ 1 ଜଣ,  ୱାର୍ଡ ନମ୍ବର 14 ରୁ 2 ଜଣ ଓ  ୱାର୍ଡ ନମ୍ବର 15 ରୁ 1 ଜଣ ଚିହ୍ନଟ ହୋଇଛନ୍ତି l ତୁରେକେଲା ବ୍ଲକ ର ମହାଖଣ୍ଡ ରୁ 3 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସଇଁତଳା ଓ ଟିଟିଲାଗଡ଼ ବ୍ଲକ ରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ଜଣା ପଡିଛି l ବେଲପଡ଼ା ବ୍ଲକ ର ବାହାବଳ ରୁ 1 ଜଣ ଓ ନୁନହାଡ ରୁ 3 ଜଣ ଚିହ୍ନଟ ହୋଇ ଥିବା ବେଳେ ଗୁଡ଼ଭେଲା ବ୍ଲକ ru 1 ଜଣ, ଲୋଇସିଂହା ବ୍ଲକ ru 1 ଜଣ ଆଉ ମୁରିବାହାଲ ବ୍ଲକ ରୁ 3 ଜଣ କରୋ ନା ପଜିଟିଭ ଚିହ୍ନଟ ହୋଇଛନ୍ତି l ପାଟଣାଗଡ଼ ପୌରାଂଚଳ ର ୱାର୍ଡ ନମ୍ବର 11 ରୁ 3 ଓ ୱାର୍ଡ ନମ୍ବର 13 ରୁ 4 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ୍ ରୁ ପ୍ରକାଶ l
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026

You Might Also Like