-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ଶ୍ରୀସତ୍ୟସାଇ ମନ୍ଦିର ପ୍ରତିଷ୍ଠା ପାଇଁ ୧୧ କୁଣ୍ତିୟ  ବିଶ୍ବଶାନ୍ତି ମହାଯଜ୍ଞ ଅନୁଷ୍ଠିତ 

07-Apr-2022



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା,ପାଇକମାଲ ସ୍ଥିତ  ନୂତନ ଭାବେ ନିର୍ମିତ ହୋଇଥିବା ଶ୍ରୀସତ୍ୟସାଇ ମନ୍ଦିର ପ୍ରତିଷ୍ଠା ପାଇଁ  ବୁଧବାର ୧୧ କୁଣ୍ତିୟ ବିଶ୍ବଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ମୂଖ୍ୟକର୍ତ୍ତା ଭାବେ ଗୋବର୍ଦ୍ଧନ ଅଗ୍ରୱାଲ  ଓ  ତାଙ୍କ ସହଧର୍ମଣୀ  ତାରାମଣୀ ଦେବୀ ଦାୟୀତ୍ବ ତୁଲାଇଥିଲେ । ପଣ୍ତିତ ସୁନିଲ ପାଣିଗ୍ରାହୀ ଏବଂ ସହଯୋଗୀ ବ୍ୟାସଦେବ ପାତ୍ର ଙ୍କ ଦ୍ବାରା  ୧୧ କୁଣ୍ତିୟ ବିଶ୍ବଶାନ୍ତି ମହାଯଜ୍ଞ ପୂଜା ଦାୟୀତ୍ବ ତୁଲାଇଥିଲେ । ଏଥିରେ ୪୪ ଯୋଡି ଆହୁତି ପ୍ରଦାନ କରାଯାଇଥିଲା । ମନ୍ଦିର ପରିସର ରେ ହନୁମାନ ମୂର୍ତ୍ତି ଓ ଗଣେଷ ମୂର୍ତ୍ତି ସ୍ଥାପନ କରାଯାଇଥିଲା । ଏଥିରେ କର୍ତ୍ତା ଭାବେ ସୁମିତ ଅଗ୍ରୱାଲ ତାଙ୍କ ଧର୍ମପତ୍ନୀ ନନ୍ଦକିଶୋର ଶ୍ରୀବାସ୍ତବଏବଂ  ତାଙ୍କ ଧର୍ମପତ୍ନୀ ଦାୟିତ୍ବ ତୁଲାଇଥିବାବେଳେ ପଣ୍ତିତ ମିତ୍ରଭାନୁ ଦେବତା ପୂଜା କାର୍ଯ୍ୟ ତୁଲାଇଥିଲେ ।  ଏହି ଅବସର ରେ ପରିସର ରେ ଅନ୍ନଛତ୍ର ବ୍ୟବସ୍ଥା କରାଯାଇ  ଆଖ ପାଖ ଅଞ୍ଚଳ  ବହୁ ଜନସାଧାରଣ ଯୋଗ ଦେଇ ପ୍ରସାଦ ସେବନ କରିଥିଲେ । ୭ ତାରିଖ ଶ୍ରୀସତ୍ୟସାଇ ମନ୍ଦିର ସତ୍ୟସାଇ ସେବା ସଂଗଠନ ଓଡିଶା ରାଜ୍ୟ ପୂର୍ବତନ ସଭାପତି ହରେକୃଷ୍ଣ ଦାସ, ପଦ୍ମପୁର ପୂର୍ବତନ ବିଧାୟକ ସତ୍ୟଭୁଷଣ ସାହୁ ଓ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦିପ ପୁରୋହିତ  ଙ୍କ ଦ୍ବାରା ଉଦଘାଟନ କରିଯିବାର କାର୍ଯ୍ୟକ୍ରମ ରହିଛି  । ପାଇକମାଲ ସତ୍ୟ ସାଇ ଭଜନ ମଣ୍ତଳର ଆବାହକ ଲକ୍ଷ୍ମଣ ସାହୁ, ନନ୍ଦ ଶ୍ରୀବାସ୍ତବ, ସତ୍ୟ ବେହେରା, ସରୋଜ ସାମଲ, ଅରୁଣା ଚାନ୍ଦ ସାହୁ, ଡା. ଲମ୍ବୋଦର ପଣ୍ତା ପ୍ରମୁଖ  ବିଭିନ୍ନ କାର୍ଯ୍ୟ ସହଯୋଗ କରିଥିଲେ  ଶ୍ରୀସତ୍ୟସାଇ କମିଟିର ବହୁ କର୍ମକତ୍ତା ଓ ଅଞ୍ଚଳବାସୀ ଯୋଗଦାନ ଦେଖିବାକୁ ମିଳିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like