-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ

07-Apr-2022



 ସୋନପୁର,(ପ୍ରେରଣା ଖବର)- ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ସ୍ଥାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ଅବସରରେ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷାଅଧିକରୀ ଡା. ରାଧାକାନ୍ତ ଗଡତିଆ, ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷାଅଧିକାରୀ ମଞ୍ଜୁଳତା ଭୋଇ, ସୋନପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର, ସୋନପୁର ଏବଇଓ ସାନ୍ତାନୁ ଆଚାର୍ଯର୍୍ୟ, ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ସାଧନକର୍ମି ଚନ୍ଦ୍ର ଶେଖର ମହାପାତ୍ର ପ୍ରମୁଖ ଯୋଗଦେଇ ରକ୍ତ ଦାନ ଭଳି ମହତ ଦାନ ଦ୍ୱାରା ମାନବୀୟ ସେବା ଯୋଗଇ ଅନେକ ଆହତ ବ୍ୟକ୍ତି ଜୀବନ ବଂଚାଯାଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ । ୨୦୨୨ ବର୍ଷର ଥିମ ‘ୱାଆର ପ୍ଲାନେଟ ୱାଅର

ହେଲଥ‘ ଅନୁସାରେ ସମସ୍ତେ ସ୍ୱାସ୍ଥ୍ୟ ପ୍ରତି ଯନ୍‌ôଶୀଳ ହେବାକୁ ଅତିଥିଗଣ ମାର୍ଗଦର୍ଶନ କରିଥିଲେ । ପ୍ରଧାନଶିକ୍ଷୟତ୍ରୀ ସନ୍ତୋଷିନୀ ନନ୍ଦ ସ୍ୱାଗତ ଅଭିଭାଷଣ ଦେଇଥିଲେ । ଏହି କ୍ରମରେ ବିସିସି ଓ ସାଧନକର୍ମି ମାନଙ୍କ ଉଦ୍ୟମରେ ଜିଲ୍ଲାର ପ୍ରାୟ ସମସ୍ତ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ନିଜ ନିଜ ସ୍କଲରେ ବିଶ୍ୱ ସ୍ଥାସ୍ଥ୍ୟ ଦିବସ ପାଳନ ପୂର୍ବକ ଜୁନିଅର ଛାତ୍ରଛାତ୍ରୀ ମାନଙ୍କୁ ହାତଧୋଇବାର ସଠିକ ପ୍ରଣାଳୀ ଏବଂ ଉପକାରିତା, ସଫଲ, ଗୁଟୁଖା ସୁପାରି ଇତ୍ୟାଦି ସବଷ୍ଟାନସ ଆବ୍ୟୁଜ ରୁ ଦୂରେଇ ରହିବା, ପ୍ରାଥମିକ ଚିକିତ୍ସା ସେବା ଶିକ୍ଷାର ପ୍ରଚାର ପ୍ରସାର ଦିଗରେ ସଚେତନ ରହିବାକୁ ବୁଝାଇଯାଇଥିଲା । କାର୍ଯ୍ୟକ୍ରମରେ  ସାଧନକର୍ମି ଝସକେତନ ମେହେର, ଚନ୍ଦ୍ରମଣି ବାଘ, ହୃଷିକେଶ ଡାଙ୍ଗ, ଶେଷଦେବ ଛତ୍ର,  ପ୍ରହଲ୍ଲାଦ ନାୟକ, ବିଜୟା କୁମାର ପଣ୍ଡା, ଗୋପେଶ ପଣ୍ଡା, ତପସ୍ୱିନୀ ଦାଶ, ଜୁନିଅର ରେଡକ୍ରସ ପରାମର୍ଶଦାତା ନିମାଇଂ ମଲ୍ଲୀକ, ଧୃବଚରଣ ବାରିକ, କୁମୁଦ କୁମାର ମଟାରୀ, ଦେବକୀ ବାଘ, ରବିନ୍ଦ୍ର ନାଥ ଦୀପ, ସଂଗୀତା ପଧାନ, ପ୍ରଜ୍ଞା ମିଶ୍ର, ହୃଷିକେଶ ଚାନ୍ଦ, ସସ୍ମିତା ମିଶ୍ର, ରମେଶ ପଧାନ, ହାରାମଲୀ ନାଗ, ସଦାନନ୍ଦ ନଏକ ପ୍ରମୁଖ ଅଂଶଗ୍ରହଣ କରି ଛାତ୍ରଛାତ୍ରୀ ମାନଙ୍କୁ ବିଶ୍ୱା ସ୍ୱାସ୍ଥୟ ଦିବସର ଗୁରୁତ୍ୱ ବିଷୟରେ ଏକଟିଭିଟି ମାଧ୍ୟମରେ ତାଲିମ ଦେଇଥିଲେ । ରକ୍ଷକ ସାଧନକର୍ମି ଗୋପେଶ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ଶିକ୍ଷାଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସଂପାଦକ ହିମାଂଶୁ ଶେଖର କର, ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର ଓ ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ  ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ୟୁନିଟର ମାନବୀୟ ସେବା କାର୍ଯ୍ୟକୁ ପ୍ରଂସଶା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like