-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

07-Apr-2022



ବଲାଙ୍ଗିର,ଜିଲ୍ଲା ର- ସଇଁନ୍ତଲା ବ୍ଲକ ଅନ୍ତର୍ଗତ ପଂଚାୟତ ସମିତି ନୋଡାଲ ହାଇସ୍କୁଲରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ଭୋଇ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡିଓ ଚନ୍ଦ୍ରମଣି ନାଗ ଓ ମୁଖ୍ୟବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ବିମଳ ଚନ୍ଦ୍ର ବାବୁ ଯୋଗ ଦେଇଥିଲେ ।  ସମ୍ମାନିତ ଅତିଥି

ଭାବରେ ଏବିଇଓ ମହାଦେବ ମିଶ୍ର, ନାରାୟଣ ଭୋଇ, ବ୍ଲକ କନଭେନର ମନୋଜ ବେହେରା, ଆୟୋଜକ ବିଦ୍ୟାଳୟର ଜ୍ୟୋତିମୟି ମହାପାତ୍ର ପ୍ରମୁଖ ମଂଚାସିନ ଥିଲେ । ମେଳାରେ ୭୨ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା ବେଳେ ପର୍ଯ୍ୟବେକ୍ଷକ ଭାବରେ ସରଗାଡ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ବାରକ ବିଚାରକ ଭାବରେ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜ କୁମାର ଭୋଇ ଓ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସୁବ୍ରତ କୁମାର ବାବୁ କାର୍ଯ୍ୟଭାର ତୁଳାଇଥିଲେ । ମୁଖ୍ୟ ଅତିଥି ଶ୍ରୀ ନାଥ ଶିଶୁମାନଙ୍କ ମନରେ ସବୁବେଳେ ବୈଜ୍ଞାନିକ ମନୋଭାବ ରହି କାର୍ଯ୍ୟ କରିବା ପାଇଁ ମତ ପ୍ରକାଶ କରିଥିଲେ । ଶିଶୁ ବୈଜ୍ଞାନିକ ଭାବରେ କନ୍ଧକେଳ ସ୍କୁଲର ରାହୁଳ ଦାଶ, କୁମ୍ଭାରୀର ବୃନ୍ଦାବତୀ ବଗର୍ତ୍ତି, ଆଦର୍ଶ ବିଦ୍ୟାଳୟର ଦେବାଶିଷ ଦଳେଇ, ବିନୟ ବେହେର, ଆମ୍ବପାଲି ସ୍କୁଲର ଶୁଭଶ୍ରୀ ଭୋଇ ପ୍ରମୁଖ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାକୁ ବିଜ୍ଞାନ ପ୍ରକଳ୍ପ ପାଇଁ ମନୋନିତ ହୋଇଥିଲେ । କାର୍ଯ୍ୟକ୍ରମରେ ଡେଙ୍ଗ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ

ବ୍ଲକ ବିଜ୍ଞାନ ସଂଯୋଜକ ନିଳମଣି ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।  କାର୍ଯ୍ୟକ୍ରମରେ ସରୋଜ କୁମାର ମିଶ୍ର, ଅଶୋକ କୁମାର ପ୍ରଧାନ, ସୁରେଶ କୁମାର ମିଶ୍ର, ଘନଶ୍ୟାମ ଦଣ୍ଡସେନା, ସୁଷମା ମେହେର, ଅର୍ଜୁନ ସାହୁ, ଭିମସେନ ଦେହୁରି, ଗାୟତ୍ରି ବାରିକ, ଟେକାଧର ମାଝି, ମନାଲିସା ପ୍ରଧାନ, ଜଗଦିଶ ମିଶ୍ର, ରାମ ନାରାୟଣ ଦାଶ, ପ୍ରକାଶ ସାହୁ , ହିଂମାଶୁ ବିଶ୍ୱାଳ, ଆନନ୍ଦ ମେହେର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । (ଅନ୍ତର୍ଯ୍ୟାମୀ ସାହୁ  ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026

You Might Also Like