-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||     

HOME   ଜିଲ୍ଲା

ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ ଶାନ୍ତି ନାୟକ ନିର୍ବାଚିତ

07-Apr-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ  ବିଜୁ ଜନତା ଦଳରୁ ପ୍ରାର୍ଥିନୀ ହୋଇଥିବା ଶାନ୍ତି ନାୟକ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି l ଶାନ୍ତିଙ୍କ ପ୍ରସ୍ତାବକ ଭାବେ ବିଭୂତି ଭୂଷଣ ଲହରିଆ ଥିବା ବେଳେ ପଦ୍ମାଳୟା ନାୟକ ସମର୍ଥକ ଭାବେ  ଥିଲେ l ଶାନ୍ତି ନାୟକ ବିଜେଡି ବାଲିଗୁଡା ୫ ନଂ.କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ l ବିଜୟୀ ହେବା ପରେ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ, ମନ୍ତ୍ରୀ ତଥା ଜିଲ୍ଲା ପ୍ରଭାରୀ ପ୍ରତାପ ଜେନା, ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ, ବାଲିଗୁଡା ବ୍ଳକ ବିଜେଡି ସଭାପତି ଟୁନା ଦାସ ଓ ଅନ୍ୟମାନଙ୍କୁ କୃତଜ୍ଞତା ଜଣାଇବା ସହ ବାଲିଗୁଡା ଏନଏସିର ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି l ତାଙ୍କର ଏହି ବିଜୟର ଶ୍ରେୟ ସେ ବାଲିଗୁଡା

ବ୍ଲକ ବିଜେଡି ସଭାପତି ଟୁନା ଦାସଙ୍କୁ ଦେଇଛନ୍ତି lସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସେ ବିଶେଷ କରି ମହିଳାମାନଙ୍କ ବିକାଶ ଦିଗରେ ପ୍ରାଧାନ୍ୟ ଦେବେ lବିଜେଡି ମହିଳା ସଙ୍ଗଠନ ଯେପରି ଶକ୍ତିଶାଳୀ ଓ ମଜଭୁତ ହେବ ସେନେଇ ସେ ଉଦ୍ୟମ  କରିବେ l ଉପାଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବାପରେ ଶାନ୍ତିଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026

You Might Also Like